Categories: ରାଜ୍ୟ

ଢେଙ୍କାନାଳରେ ୭ ହାତୀ ମୃତ୍ୟୁ ଘଟଣାରେ ତିନି ଜଣଙ୍କୁ ବାନ୍ଧିଲା କ୍ରାଇମ୍‌ବ୍ରାଞ୍ଚ

ଢେଙ୍କାନାଳ(କେନ୍ଯୁଜ୍) : ଢେଙ୍କାନାଳ କମଳାଙ୍ଗ ଗାଁରେ ୭ ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ଯନୁଷ୍ଠାନ । ତିନି ଜଣଙ୍କୁ ବାନ୍ଧିଲା କ୍ରାଇମ୍‌ବ୍ରାଞ୍ଚ । ବନ ବିଭାଗର ୨ ଜଣ ଓ ସେସୁର ଜଣେ କର୍ମଚାରୀଙ୍କୁ ଗିରଫ କରାଯାଇଛି । ସେସୁର ବହିଷ୍କୃତ କନିଷ୍ଠ ଯନ୍ତ୍ରୀ ସନ୍ଦୀପ ମହାନ୍ତି, ମେରାମଣ୍ଡଳୀ ସେକ୍ସନ ଫରେଷ୍ଟର ପ୍ରଭାକର ରଣା ଓ ଫରେଷ୍ଟ ଗାର୍ଡ ଗିରିଶ ଚନ୍ଦ୍ର ଦେହୁରୀଙ୍କୁ ଗିରଫ କରାଯାଇଛି । କର୍ତ୍ତବ୍ୟରେ ଅବହେଳା କରିଥିବା ଯୋଗୁ ଏମାନଙ୍କୁ ଗିରଫ କରିଛି କ୍ରାଇମ୍‌ବ୍ରାଞ୍ଚ ।

ଗତ ୨୭ ତାରିଖରେ କମଳାଙ୍ଗରେ ବିଦ୍ୟୁତ୍‌ ତାର ଲାଗି ୭ ହାତୀଙ୍କ ମୃତ୍ୟୁ ହୋଇଥିଲା । ମୁଖ୍ୟମନ୍ତ୍ରୀ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ । ଏକ ୫ ଜଣିଆ ଟିମ୍‌ ହାତୀ ମୃତ୍ୟୁ ଘଟଣାର ଖୋଳତାଡ କରୁଛି ।

KNews Bureau

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago