Categories: ରାଜ୍ୟ

ବଣାଇ : ଗାଡ଼ିରୁ ଜବତ ହେଲା ୬ଲକ୍ଷ ୭୦ ହଜାର ଟଙ୍କା

ଅବାଧ ଓ ନିରପେକ୍ଷ ନିର୍ବାଚନ ପାଇଁ ପୋଲିସର କଡ଼ା ସୁରକ୍ଷା। ଫ୍ଲାଇଂ ସ୍କ୍ଵାର୍ଡ ଓ ପୋଲିସର ମିଳିତ ଭାବେ ଗାଡ଼ି ଯାଞ୍ଚ ବେଳେ  ଜବତ ହେଲା ୬ଲକ୍ଷ ୭୦ ହଜାର ଟଙ୍କା। ଗତକାଲି ରାତିରେ ବଣାଇର କୋଇଡ଼ା ବ୍ଲକ ଛକ ଠାରେ ଯାଞ୍ଚ କରିଥିଲେ ଫ୍ଲାଇଂ ସ୍କ୍ଵାର୍ଡ ଓ ପୋଲିସ। ବଡ଼ବିଲରୁ କୋଇଡ଼ା ଯାଉଥିବା ଏକ ଗାଡ଼ିରୁ ଏହି ଟଙ୍କାକୁ ଜବତ କରାଯାଇଛି। ତେବେ ଟଙ୍କା କେଉଁଠାରୁ ଆସୁଥିଲା ସେ ନେଇ କୌଣସି ସଠିକ ତଥ୍ୟ ମିଳିନାହିଁ। କୋଇଡା ତହସିଲଦାର ତଥା ମାଜିଷ୍ଟ୍ରେଟ ଦୁର୍ଯୋଧନ ଭୋଇ ତଦନ୍ତ ଆରମ୍ଭ କରିଛନ୍ତି।

 

 

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

33 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

2 hours ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago