ରାଜ୍ୟ

ପଞ୍ଚୁକରେ ଶ୍ରୀମନ୍ଦିରରେ ଅଘଟଣ : ୭୩ ବର୍ଷୀୟା ହବିଷ୍ୟାଳୀଙ୍କ ମୃତ୍ୟୁ

ପୁରୀ (କେନ୍ୟୁଜ): ପଞ୍ଚୁକ ଦ୍ୱିତୀୟ ଦିନରେ ପୁରୀ ଶ୍ରୀମନ୍ଦିରରେ ଅଘଟଣ। ୭୩ ବର୍ଷୀୟା ହବିଷ୍ୟାଳୀଙ୍କ ମୃତ୍ୟୁ ହୋଇଛି । ନୟାଗଡରୁ ଆସିଥିବା ୭୩ ବର୍ଷୀୟା ହବିଶ୍ୟାଳୀ ଫକୀର ଧଳୁଆ ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ସାରି ମନ୍ଦିର ଭିତରେ ଥିବା ଉପବନରେ ବସିଥିଲେ। ହଠାତ୍ ସ୍ୱାସ୍ଥ୍ୟ ଖରାପ ହେବାରୁ ତାଙ୍କୁ ପୁରୀ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Barsha

Recent Posts

ଡାକ୍ତରଖାନାରେ ଶିଶୁକୁ ଚୋରି କରି ନେବା ବେଳେ ଧରିଲେ ଡାକ୍ତରଖାନାର ସୁରକ୍ଷା କର୍ମି

ସୁବର୍ଣ୍ଣପୁର(କେନ୍ୟୁଜ୍‌) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…

11 mins ago

ଓଡିଆ ପଣ୍ଡିତଙ୍କୁ ଗଙ୍ଗା ଘାଟ ଛାଡିବାକୁ ବାଧ୍ୟ କରାଯାଉଛି, ଚିନ୍ତାରେ ବର୍ଷ ବର୍ଷ ଧରି ରହିଆସୁଥିବା ଓଡିଆ ବ୍ରାହ୍ମଣ

କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…

1 hour ago

ଘରେ କଳାକନା ବୁଲାଇ ୨୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ଆସବାବ ପତ୍ର ନେଇଗଲେ ଚୋର

ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…

1 hour ago

କଳିଙ୍ଗ ଷ୍ଟାଡିୟମ କ୍ରୀଡ଼ା ଭିତ୍ତିଭୂମିର ସମୀକ୍ଷା କଲେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ

ଭୁବନେଶ୍ୱର(କେନ୍ୟୁଜ୍‌): କ୍ରୀଡ଼ା ଓ ଯୁବସେବା ମାନ୍ୟବର ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର…

1 hour ago

ଭୋଜି ଖାଇ ଫେରୁଥିଲେ ହେଲେ ଏକାସାଥିରେ ଆରପାରିକୁ ଚାଲିଗଲେ ଚାରି ସାଙ୍ଗ

ନୂଆପଡା (କେନ୍ୟୁଜ) : ଭୋଜି ଖାଇ ସାଙ୍ଗ ହୋଇ ଫେରୁଥିଲେ ଏହି ୪ ଜଣ ସାଙ୍ଗ । ଏମାନେ ୪…

1 hour ago

ଆଜି ସାରା ବିଶ୍ୱ ପାଳିଲା ‘ଆର୍ଟ ଅଫ୍ ଗିଭିଂ’ ଦିବସ

ଭୁବନେଶ୍ୱର(କେନ୍ୟୁଜ୍‌): ଜୁନ୍ ୧୭ ତାରିଖରେ ଭାରତ ସମେତ ବିଶ୍ୱର ୨୦୦ଟି ଦେଶର ୨୫ହଜାର ସ୍ଥାନରେ ୧୧ଶ ଅନ୍ତର୍ଜାତୀୟ ‘ଆର୍ଟ ଅଫ୍…

2 hours ago