କେନ୍ୟୁଜ୍(ବ୍ୟୁରୋ): ଆଜି ମଧ୍ୟ ୭ ହଜାର ପାର କଲା ସୁସ୍ଥ ସଂଖ୍ୟା। ଆଜି ରାଜ୍ୟରେ କରୋନାରୁ ୭୬୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬୧ ଜଣ ଓ ପୁରୀ ଜିଲ୍ଲାରୁ ୫୧୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ଏଯାବତ କରୋନାରୁ ୪ ଲକ୍ଷ ୩୯ ହଜାର ୩୨୨ ଜଣ ଆକ୍ରାନ୍ତ କରୋନରୁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଜରିଆରେ ସୂଚନା ଦେଇଛି।
Another 7664 Covid patients have recovered and are being discharged on 08.05.2021
961 from Khordha
512 from Puri
509 from Cuttack
473 from Sundargarh
464 from Anugul
461 from Bolangir
437 from Jharsuguda
353 from Nuapada
334 from Bargarh
330 from Nabarangpur
321 from Sambalpur— H & FW Dept Odisha (@HFWOdisha) May 8, 2021
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୫୦୯ ଜଣ, ସୁନ୍ଦରଗଡ଼ରୁ ୪୭୩, ଅନୁଗୁଳରୁ ୪୬୪, ବଲାଙ୍ଗୀରରୁ ୪୬୧, ଝାରସୁଗୁଡ଼ାରୁ ୪୩୭, ନୂଆପଡ଼ାରୁ ୩୫୩, ବରଗଡ଼ରୁ ୩୩୪, ନବରଂଗପୁରରୁ ୩୩୦, ସମ୍ବଲପୁରରୁ ୩୨୧, ଯାଜପୁରରୁ ୨୯୦, କଳାହାଣ୍ଡିରୁ ୨୮୯ ଓ ମୟୂରଭଂଜରୁ ୨୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
45 from Kandhamal
31 from Malkangiri
22 from Dhenkanal
20 from Boudh
192 from State PoolThe total recovered cases of Odisha now stand at 439322
— H & FW Dept Odisha (@HFWOdisha) May 8, 2021
ସେହିପରି ରାୟଗଡ଼ା ଜିଲ୍ଲାରୁ ୧୯୨, ଗଂଜାମରୁ ୧୬୧, କେନ୍ଦୁଝରରୁ ୧୫୪, ନୟାଗଡ଼ରୁ ୧୪୦, ସୁବର୍ଣ୍ଣପୁରରୁ ୧୨୨, ଜଗତସିଂହପୁରରୁ ୧୧୪, କୋରାପୁଟରୁ ୯୯, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, ଗଜପତିରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୫, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୧, ଢେଙ୍କାନାଳରୁ ୨୨, ବୌଦ୍ଧରୁ ୨୦ ଓ ରାଜ୍ୟପୁଲରୁ ୧୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।