ରାଜ୍ୟ

ଆଜି ରାଜ୍ୟରେ କରୋନାରୁ ୭୬୬୪ ଜଣ ଆକ୍ରାନ୍ତ ସୁସ୍ଥ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬୧ ଜଣ ସୁସ୍ଥ

କେନ୍ୟୁଜ୍(ବ୍ୟୁରୋ): ଆଜି ମଧ୍ୟ ୭ ହଜାର ପାର କଲା  ସୁସ୍ଥ ସଂଖ୍ୟା। ଆଜି ରାଜ୍ୟରେ କରୋନାରୁ ୭୬୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୬୧ ଜଣ  ଓ ପୁରୀ ଜିଲ୍ଲାରୁ ୫୧୨ ଜଣ  କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିର ସୁସ୍ଥଙ୍କୁ ମିଶାଇ  ରାଜ୍ୟରେ ଏଯାବତ କରୋନାରୁ ୪ ଲକ୍ଷ ୩୯ ହଜାର ୩୨୨ ଜଣ ଆକ୍ରାନ୍ତ କରୋନରୁ ସୁସ୍ଥ ହୋଇଛନ୍ତି । ଏନେଇ  ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ ଜରିଆରେ   ସୂଚନା ଦେଇଛି।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ କଟକ ଜିଲ୍ଲାରୁ ଆଜି ୫୦୯ ଜଣ, ସୁନ୍ଦରଗଡ଼ରୁ ୪୭୩, ଅନୁଗୁଳରୁ ୪୬୪, ବଲାଙ୍ଗୀରରୁ ୪୬୧, ଝାରସୁଗୁଡ଼ାରୁ ୪୩୭, ନୂଆପଡ଼ାରୁ ୩୫୩, ବରଗଡ଼ରୁ ୩୩୪, ନବରଂଗପୁରରୁ ୩୩୦, ସମ୍ବଲପୁରରୁ ୩୨୧, ଯାଜପୁରରୁ ୨୯୦, କଳାହାଣ୍ଡିରୁ ୨୮୯ ଓ ମୟୂରଭଂଜରୁ ୨୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ସେହିପରି ରାୟଗଡ଼ା ଜିଲ୍ଲାରୁ ୧୯୨, ଗଂଜାମରୁ ୧୬୧, କେନ୍ଦୁଝରରୁ ୧୫୪, ନୟାଗଡ଼ରୁ ୧୪୦, ସୁବର୍ଣ୍ଣପୁରରୁ ୧୨୨, ଜଗତସିଂହପୁରରୁ ୧୧୪, କୋରାପୁଟରୁ ୯୯, ବାଲେଶ୍ୱରରୁ ୯୭, ଭଦ୍ରକରୁ ୯୧, ଗଜପତିରୁ ୭୮, କେନ୍ଦ୍ରାପଡ଼ାରୁ ୭୭, ଦେବଗଡ଼ରୁ ୭୫, କନ୍ଧମାଳରୁ ୪୫, ମାଲକାନଗିରିରୁ ୩୧, ଢେଙ୍କାନାଳରୁ ୨୨, ବୌଦ୍ଧରୁ ୨୦ ଓ ରାଜ୍ୟପୁଲରୁ ୧୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

KNews Bureau

Recent Posts

କେରଳ ନୁହେଁ ଏବେ ‘କେରଳମ୍‌’…ବଦଳିପାରେ ରାଜ୍ୟର ନାଁ, ବିଧାନସଭାରେ ପାରିତ ହେଲା ପ୍ରସ୍ତାବ

ଭାରତର ଦକ୍ଷିଣ ରାଜ୍ୟ କେରଳର ନାଁ ବହୁତ ଜଲ୍‌ଦି ବଦଳିପାରେ । କେରଳ ବିଧାନସଭା ସୋମବାର ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ…

10 mins ago

ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ହେଉଥିବା ଗୁଜବକୁ ବିଶ୍ବାସ କରନ୍ତୁ ନାହିଁ । ଯୋଜନା ଉପରେ କୌଣସି ଭୁଲ ଖବର…

12 mins ago

କାନ୍ଦି କାନ୍ଦି ବେହୋସ ହେଲା କୁନି ଝିଅ, ଉଚିତ ସମୟରେ ସିପିଆର ଦେଇ ଜୀବନ ବଞ୍ଚାଇଲେ ଡାକ୍ତର

ତାଜ ମହଲ ଦେଖିବାକୁ ଆସି ଜୀବନ ମୃତ୍ୟୁ ସହ ସଂଘର୍ଷ କଲା କୁନି ଝିଅ । ବାପା ମା’ଙ୍କ ସହ…

16 mins ago

ଲକ୍ଷ୍ମୀ ବସ୍ ସେବା ନେଇ ଲୋକଙ୍କ ମଧ୍ୟରେ ଦ୍ବନ୍ଦ୍ବ, ଲୋକେ କହୁଛନ୍ତି ବସ୍ ନାଁ ରହୁ କି ନ ରହୁ ସେବା ଜାରି ରହୁ

ମାଲକାନଗିରି : ଉପାନ୍ତ ମାଲକାନଗିରି ଜିଲ୍ଲାରେ ଗରିବ ଆଦିବାସୀ ଲୋକଙ୍କ ଯାତାୟାତର ଏବଂ ଆର୍ଥିକ ଉର୍ଣ୍ଣତି ପାଇଁ ଗତ ରାଜ୍ୟ…

17 mins ago

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ, କିନ୍ତୁ ଯାତ୍ରୀଙ୍କ ନାକ କାନରୁ ବାହାରିଲା ରକ୍ତ

ବିମାନରେ ବସି ଯାତ୍ରା କରୁଥିଲେ ଯାତ୍ରୀ । ହେଲେ ହଠାତ୍‌ ଯାତ୍ରୀଙ୍କ ନାକରୁ ରକ୍ତ ବାହାରିବା ସହ କାନରେ ଯନ୍ତ୍ରଣା…

22 mins ago

ଗ୍ରୁପରୁ ଋଣ ଉଠାଇ ଫେରାର୍, ଅଭିଯୁକ୍ତ ଘରେ ତାଲା ପକାଇଲେ ଗାଁର ମହିଳା

କଣ୍ଟାବାଞ୍ଜି: ଟଙ୍କା ନେଇ ଛୁ ମାରିଲେ, ହେଲେ ଚୁପ୍ ବସିଲେନି ଗାଁର ମହିଳାମାନେ । ସିଧା ଘରକୁ ଗଲେ ଆଉ…

31 mins ago