ରାଜ୍ୟ

ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୭୭ ନୂଆ ପଜିଟିଭ ଚିହ୍ନଟ

ଭୁବନେଶ୍ୱର(କେନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସେହିଭଳି ବରଗଡ଼ରେ ୩, ବଲାଙ୍ଗୀରରେ ୨, କଟକରେ ୫, ଦେଓଗଡ଼ରେ ୩, ଗଞ୍ଜାମରେ ୨, ଜଗତସିଂହପୁରରେ ୨, ଯାଜପୁରରେ ୧, ଝାରସୁଗୁଡ଼ାରେ ୧, ଖୋର୍ଦ୍ଧାରେ ୯, କୋରାପୁଟରେ ୩, ମୟୂରଭଞ୍ଜରେ ୧, ନୟାଗଡ଼ରେ ୧, ନୂଆପଡ଼ାରେ ୨, ପୁରୀରେ ୯, ସମ୍ବଲପୁରରେ ୧୦, ସୁନ୍ଦରଗଡ଼ରେ ୨୧ ଓ ଷ୍ଟେଟ ପୁଲରୁ ୨ ଜଣ ସଂକ୍ରମିତ ହୋଇଛନ୍ତି।

Also Read: ସାପ୍ତାହିକ ରାଶି ! ପଢ଼ନ୍ତୁ, କେମିତି କଟିବ ପୂରା ସପ୍ତାହ

WCW 11

Recent Posts

ଥାନାରେ ମାଳ ଅଦଳ ବଦଳ କରି ସିନ୍ଦୁର ପିନ୍ଧିଲେ ଯୁବତୀ, ପ୍ରେମିକ ହାତରେ କାଟିଲେ କେକ୍‌

ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍‌ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…

14 mins ago

ଜଣକ ପରେ ଜଣକୁ ନିଜ କବ୍ଜାକୁ ନେଉଛି ଡିପଥେରିଆ, ଏବେ ଚିନ୍ତାରେ ସ୍ୱାସ୍ଥ୍ୟ ବିଭାଗ

ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…

18 mins ago

ବ୍ରିଜ ଉପରୁ ଯୁବକଙ୍କ ମୃତ ଦେହ ଉଦ୍ଧାର

ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…

21 mins ago

ରଥଯାତ୍ରାରେ ଭକ୍ତଙ୍କୁ ଖାଦ୍ୟ ଯୋଗାଇବା ପାଇଁ ପ୍ରସ୍ତୁତ ଦୁଇ ଭଉଣୀ

କଟକ(କେନ୍ୟୁଜ୍‌): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…

26 mins ago

ବିବାହ ବନ୍ଧନରେ ବାନ୍ଧି ହେଲେ ସୋନାକ୍ଷୀ ଓ ଜାହିର, ଟ୍ରୋଲ କରୁଥିବା ଟ୍ରୋଲ୍‌ରଙ୍କୁ କଡ଼ା ଜବାବ ଦେଲେ ଶତ୍ରୁଘ୍ନ ସିହ୍ନା

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…

38 mins ago

ହାଇଦ୍ରାବାଦ ରେଷ୍ଟୁରାଣ୍ଟର ଚିକେନ୍‌ ବିରିୟାନୀରୁ ବାହାରିଲା ପୋକ, ସୋସିଆଲ ମିଡିଆରେ ଫଟୋ ସେୟାର କଲେ ଗ୍ରାହକ

ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍‌ ଆଦି ବାହାରିବା ନେଇ ସୋସିଆଲ…

44 mins ago