ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ଆଜି ସପ୍ତମ ଦିନ

ଭୁବନେଶ୍ବର (କେନ୍ୟୁଜ୍): ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ଆଜି ସପ୍ତମ ଦିନ । ଆଜି ବିଭିନ୍ନ ବିଭାଗରେ ପ୍ରତିଯୋଗିତା ଅନୁଷ୍ଠିତ ହେଉଛି । ଫାଇନାଲରେ ପହଞ୍ଚିଛି ସମ୍ବଲପୁର ବିଶ୍ୱ ବିଦ୍ୟାଳୟ ମହିଳା ହକି ଦଳ । ଆସନ୍ତାକାଲି ଏହାର ଫାଇନାଲ ମ୍ୟାଚ୍‌ ଅନୁଷ୍ଠିତ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.