ରାଜ୍ୟ

ଓଡିଶାରୁ ପଶ୍ଚିମବଙ୍ଗକୁ ଚୋରା ଚାଲାଣ ବେଳେ ୮ କେଜି ଗଞ୍ଜେଇ ଜବତ

ଜଳେଶ୍ବର : ଓଡିଶାରୁ ପଶ୍ଚିମବଙ୍ଗକୁ ଚୋରା ଚାଲାଣ ହେଉଥିବା ୮ କେଜି ୪୦ ଗ୍ରାମ ଗଞ୍ଜେଇ ଜବତ କରିଛି ପୋଲିସ । ନିର୍ବାଚନ ପାଇଁ ଓଡିଶା ଏବଂ ପଶ୍ଚିମବଙ୍ଗ ସୀମାନ୍ତରେ ପୋଲିସର ଜୋରଦାର ଚେକିଂ । ବାଲେଶ୍ବର ଜିଲ୍ଲା ଜଳେଶ୍ବର ଏବଂ ଭୋଗରାଇ ବ୍ଲକର ବିଭିନ୍ନ ଅଞ୍ଚଳରେ ୧୦ ଟି ନାକା ପଏଣ୍ଟ କରାଯାଇ ତୀକ୍ଷ୍ଣ ନଜର ରଖାଯାଇଛି । ଯାନବାହାନ ଗୁଡିକୁ କଡାକଡି ଚେକିଂ କରାଯାଉଛି ।

ଓଡିଶା – ପଶ୍ଚିମବଙ୍ଗ ସୀମାନ୍ତ ସାହାବାଜିପୁର ନିକଟରେ ପୋଲିସ ଚେକିଂ କରିଛି । ଓଡିଶାରୁ ପଶ୍ଚିମବଙ୍ଗକୁ ଚୋରା ଚାଲାଣ ହେଉଥିବା ୮ କେଜି ୪୦ ଗ୍ରାମ ଗଞ୍ଜେଇ ଜବତ କରିଛି ପୋଲିସ । ଯାହାର ଆନୁମାନିକ ମୂଲ୍ଯ ୪୦ ହଜାର ଟଙ୍କା । ଘଟଣାରେ ଜଣେ ଯୁବକଙ୍କୁ ଗିରଫ କରିଛି ପୋଲିସ ।

ଯୁବକ ଜଣକ ଭୁବନେଶ୍ବରରୁ ବସରେ ଗଞ୍ଜେଇ ନେଇ ପଶ୍ଚିମବଙ୍ଗକୁ ଯାଉଥିଲେ । ତା ନିକଟରୁ ଗଞ୍ଜେଇ ସମେତ ଗୋଟିଏ ମୋବାଇଲ ଏବଂ ତିନୋଟି ଏଟିଏମ କାର୍ଡ ଜବତ କରିଛି ପୋଲିସ । ଗିରଫ ଯୁବକଙ୍କ ଘର ପଶ୍ଚିମବଙ୍ଗର ନଦିଆ ଜିଲ୍ଲା ଅଶାନ୍ତିପୁର ଥାନା ଅଞ୍ଚଳର ।

Niharanjan

Recent Posts

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

28 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

39 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

52 mins ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

55 mins ago

ଦୂଷିତ ହେବାରେ ଲାଗିଛି ନଦୀ ଜଳ, ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ

ପିପିଲି : ପାଣିରେ ଭାସୁଛନ୍ତି କୁଢ଼ କୁଢ଼ ମାଛ । ରାଜୁଆ ନଦୀରେ ମରି ପଡିଛନ୍ତି ମଲା ମାଛ ।…

1 hour ago

ବିରିୟାନୀରେ ମିଳିଲାନି ଚିକେନ୍‌ ଲେଗ୍‌ ପିସ୍‌ , ବିବାହ ସମାରୋହ ପାଲଟିଲା ରଣକ୍ଷେତ୍ର

ବିବାହ ସମାରୋହରେ ହେଲା ମହାଭାରତ । ବର ବାହା ହେବ କଣ ଗଣ୍ଡଗୋଳରେ ମାତିଗଲା । ଯିଏ ଯାହାକୁ ପାରିଲା…

2 hours ago