ରାଜ୍ୟ

ରଥଖଳାର ୮ ସେବାୟତଙ୍କ ରିପୋର୍ଟ ପଜିଟିଭ, ସୂଚନା ଦେଲେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ

ପୁରୀ(କେ ନ୍ୟୁଜ): ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ୮ ସେବାୟତ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୮୮ ଜଣଙ୍କୁ ସଙ୍ଗରୋଧରେ ରଖି ଟେଷ୍ଟ କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୮ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି ।

ସେମାନଙ୍କ ମଧ୍ୟରୁ ୩ ଜଣ ମହାରଣା ଥିବା ବେଳେ ଓ ୫ ଜଣ ଭୋଇ ସେବାୟତ ଥିବା ନେଇ ସୂଚନା ମିଳିଛି | ସେବାୟତ ଆକ୍ରାନ୍ତ ହୋଇଥିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ ଜେନା ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

27 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

29 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

35 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

44 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

44 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

1 hour ago