ଅନୁଗୋଳ ଵଲାସିଙ୍ଗା ବାଲିସାହିରେ ଅଘଟଣ | ଗଛ ମୂଳେ ଶନି ଓଷା କରୁଥିବା ବେଳେ ବଜ୍ରପାତରେ ୮ ଜଣ ଗୁରୁତର ଆହତ ହୋଇଛନ୍ତି | ୮ ଜଣଙ୍କୁ ପ୍ରଥମେ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସା ଲୟରେ ଭର୍ତି କରାଯାଇଥିଲା | ଅବସ୍ଥା ଗୁରୁତର ହେବାରୁ ୫ ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଛି | ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଁଚିଲେ ବିଜେଡି ବିଧାୟିକା ପ୍ରାର୍ଥୀନୀ |
ଜଳେଶ୍ବର : ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଦକ୍ଷିଣ ପୂର୍ବ ରେଳପଥର ନୂଆଗାଁ ରୋଡ଼ ରେଳଷ୍ଟେସନ ମଧ୍ୟ ସ୍ଥଳ…
କଟକ(କେନ୍ୟୁଜ୍): ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ସବୁଠି ଶଂଙ୍ଖ ଘଣ୍ଟ ହୁଳୁହୁଳି ଶଦ୍ଦରେ ପୂରି ଉଠୁଛି ପୂରା ପରିବେଶ…
ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି । ଜୁନ୍ ୨୩ ରେ ଜହିର ଇକବାଲଙ୍କ…
ଗତ କିଛି ଦିନ ହେବ ଲଗାତାର ଭାବେ ଖାଦ୍ୟରୁ ମୂଷା, ଅସରପା, ବେଙ୍ଗ, ବ୍ଲେଡ୍ ଆଦି ବାହାରିବା ନେଇ ସୋସିଆଲ…
ସାଂସଦ ଅମରାରାମ ଦିଲ୍ଲୀ ରାଜସ୍ଥାନ ହାଉସରୁ ସଂସଦ ପାଇଁ ଟ୍ରାକ୍ଟରରେ ଯାତ୍ରା କରିଛନ୍ତି । ନିଜର ଦେଶୀ ରାଜସ୍ଥାନ ଅନ୍ଦାଜରେ…
ସୁବର୍ଣ୍ଣପୁର : ସାପ କାମୁଡାରେ ସାପ ଧରାଳୀର ମୃତ୍ୟୁ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁରରେ ଆଜି ଘଟିଯାଇଛି ଏଭଳି ଏକ…