କଟକ-ପାରାଦୀପ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୮ ବର୍ଷର ପୁଅ ମୃତ, ୪ ଗୁରୁତର

ପାରାଦ୍ୱୀପ(କେ ନ୍ୟୁଜ): ଜଗତସିଂହପୁର ଜିଲ୍ଲା କଟକ-ପାରାଦୀପ ରାସ୍ତାର ରଘୁନାଥପୁର ଖଣ୍ଡତିରା ନିକଟରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରେଲରକୁ ପିଟିଛି ଦ୍ରୁତ ଗତିରେ ଯାଉଥିବା ଏକ ବୋଲେରୋ । ଫଳରେ ଘଟଣା ସ୍ଥଳରେ ଜଣେ ୮ ବର୍ଷ ବାଳକର ମୃତ୍ୟୁ ହୋଇଥିବା ଜଣାଯାଇଛି । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.