ଆଜି ରାଜ୍ୟରେ ସୁସ୍ଥ ହେଲେ ୮ ହଜାର ୨୯୯ କରୋନା ରୋଗୀ

ଭୁବନେଶ୍ୱର(କେ ନ୍ୟୁଜ): ଆଜି ରାଜ୍ୟରେ ୮ ହଜାର ୨୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାଯାଇଛି । ଆଜିର ସଂଖ୍ୟାକୁ ମିଶାଇ ମୋଟ ସଂଖ୍ୟା ୭ ଲକ୍ଷ ୭୨ ହଜାର ୯୭୨କୁ ବୃଦ୍ଧି ପାଇଥିବା ନେଇ ସୂଚନା ମିଳିଛି । ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୪୮ ଜଣ ଥିବା ବେଳେ କଟକରୁ ଅଛନ୍ତି ୭୩୫ ଜଣ । ଯେବେକି ୫୦୬ ସଂଖ୍ୟା ସହ ତୃତୀୟ ସ୍ଥାନରେ ଅଛି ଯାଜପୁର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.