ବରମୁଣ୍ଡା ଗାଁ ପୋଖରୀରେ ବୁଡି ଛାତ୍ର ମୃତ୍ୟୁ

ବରମୁଣ୍ଡା ଗାଁରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଜଣେ ଛାତ୍ର ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି ।

ଭୁବନେଶ୍ୱର : ବରମୁଣ୍ଡା ଗାଁରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଜଣେ ଛାତ୍ର ପାଣିରେ ବୁଡି ମୃତ୍ୟୁ ବରଣ କରିଛନ୍ତି । ଛାତ୍ର ଜଣକ ହେଲେ ବରମୁଣ୍ଡା ମୁନିସିପାଲ କର୍ପୋେସନ ହାଇସ୍କୁଲର ଛାତ୍ର ଓମ୍ ପ୍ରକାଶ ପ୍ରଧାନ । ଓଁମ ଅଷ୍ଟମ ଶ୍ରେଣୀରେ ପଢନ୍ତି । ବରମୁଣ୍ଡା ଗାଁ ନୀଳକଣ୍ଠେଶ୍ଵର ମନ୍ଦିର ପୋଖରୀରେ ବୁଡି ଛାତ୍ରଙ୍କର ମୃତ୍ୟୁ ହୋଇଛି। ଓଁମ ଗାଧୋଇବାକୁ ଯାଇଥିବାବେଳେ ଏଭଳି ଅଘଟଣ ଘଟିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.