Below header

ଆସନ୍ତା ୮ ତାରିଖରୁ ବରଗଡ଼ ଜିଲ୍ଲାରେ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା

ବରଗଡ଼(କେନ୍ୟୁଜ୍) : ଆସନ୍ତା ୮ ତାରିଖରୁ ବରଗଡ଼ ଜିଲ୍ଲାରେ ଧାନ କିଣା ପ୍ରକ୍ରିୟା ଆରମ୍ଭ ହେବ । ଏନେଇ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ବୈଠକରେ ଆଲୋଚନା କରାଯାଇଛି । ବରଗଡ଼, ପଦ୍ମପୁର, ଅତାବିରା ନିୟନ୍ତ୍ରିତ ବଜାର କମିଟି ଅଧିନରେ ଥିବା ୧୧୭ଟି ବଜାର ପ୍ରାଙ୍ଗଣରେ ଧାନ କିଣା ହେବ । ଚାଷୀଙ୍କ ଧାନକିଣା କିଭଳି ସୁରୁଖୁରୁରେ କିଣା ହେବ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.