ରାଜ୍ୟ

ଢେଙ୍କାନାଳ ମହାବିରୋଡ଼ ବ୍ୟାଙ୍କ ଲୁଟ ଘଟଣା: ୬ କେଜି ସୁନା ସହ ୯ ଡକାୟତ ଗିରଫ

ଢେଙ୍କାନାଳ(କେନ୍ୟୁଜ୍):  ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ଓଡିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରୁ ଗତ ୩ ତାରିଖ ଦିନ ଦ୍ବିପହରରେ ଗୁଳି ଫୁଟାଇ ଟଙ୍କା ଓ ସୁନା ବାକ୍ସ ଲୁଟିବା ଘଟଣାରେ ଆଜି ଡକାୟତଙ୍କୁ ଗିରଫ କରିଛି ପୋଲିସ। ଆଜି ଏସପିଙ୍କ କାର୍ଯ୍ୟାଳୟରେ ଉତ୍ତର କେନ୍ଦ୍ରାଞ୍ଚଳ ଡି.ଆଇଜି ସାମ୍ବାଦିକ ସମ୍ମାଳନୀ ମଧ୍ୟମରେ ଘଟଣା ସମ୍ପର୍କରେ ସୂଚନା ଦେଇଛନ୍ତି।

ମହାବିରୋଡସ୍ଥିତ ଗ୍ରାମ୍ୟ ବ୍ୟାଙ୍କ ଡକାୟତି ଘଟଣାରେ ଜଣେ ମହିଳା ସମେତ ନଅ ଜଣ ଡକାୟତ ଗିରଫ ହେବା ସହ ସେମାନଙ୍କ ନିକଟରୁ ୬ କେଜି ୧୨୦ ଗ୍ରାମ ସୁନା (ଯାହାର ଅନୁମାନିକ ମୂଲ୍ୟ ସାଢେ ୩ କୋଟି ଟଙ୍କା ହେବ) ଓ ଚୋରି ହୋଇଥିବା ୬ଲକ୍ଷ ଟଙ୍କାରୁ ୪ ଲକ୍ଷ ୩୨ ହଜାର ଟଙ୍କା, ୩ଟି ପିସ୍ତଲ, ୧୧ ରାଉଣ୍ଡ ଅଫୁଟା ଗୁଳି, ୩ଟି ଭୁଜାଲି, ୨୬ଟି ମୋବାଇଲ ଫୋନ, ୬ଟି ମଟର ସାଇକେଲ ଓ ଗୋଟିଏ ବୋଲେରୋ ଗାଡ଼ି ଜବତ କରାଯାଇଛି। ଉତ୍ତର କେନ୍ଦ୍ରାଞ୍ଚଳ ଡିଆଇଜି ବ୍ରିଜେଶ କୁମାର ରାୟ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ।

KNews Bureau

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

9 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

18 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

21 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

55 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

56 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

2 hours ago