ଛାତ୍ରଛାତ୍ରୀମାନେ ବ୍ୟାଗ୍ ସଜାଡ଼, ୮ ତାରିଖରୁ ଖୋଲିବ ନବମ ଓ ଏକାଦଶ ଶ୍ରେଣୀ

କେନ୍ୟୁଜ୍(ବ୍ୟୁରୋ):  ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଆସନ୍ତା ୮ ତାରିଖରୁ ଖୋଲିବ ନବମ ଓ ଏକାଦଶ ଶ୍ରେଣୀ । ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି । କୋଭିଡ୍‌ କଟକଣା ଭିତରେ ପାଠପଢ଼ା ହେବ । କରୋନା ଯୋଗୁ ମାର୍ଚ୍ଚ ମାସରୁ ରାଜ୍ୟରେ ବନ୍ଦ ରହିଥିଲା ସ୍କୁଲ କଲେଜ । ପୂର୍ବରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲିଛି ।

ଏବେ ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣରେ ଥିବାବେଳେ ନବମ ଓ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । କୋଭିଡ କଟକଣା ମଧ୍ୟରେ ଶ୍ରେଣୀଗୃହ ଖୋଲିବା ସହ ଛାତ୍ରଛାତ୍ରୀମାନେ ସମସ୍ତ ନିୟମ ମାନିବାକୁ କୁହାଯାଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନି

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.