ରାଜ୍ୟ

ପୁରୀ : ବାଟଗାଁ ଛକରେ ଉଡିବ ୧୦୮ ଫୁଟର ଜାତୀୟ ପତାକା, ଆଜି ଉନ୍ମୋଚନ କରିବେ ରାଜ୍ୟପାଳ

ପୁରୀ(କେନ୍ୟୁଜ୍‌) :  ଆଜି ଉନ୍ମୋଚନ ହେବ ୧୦୮ ଫୁଟର ଐତିହ୍ୟ ସମ୍ପନ୍ନ ଜାତୀୟ ପତାକା । ଫ୍ଲାଗ୍‌ ଫାଉଣ୍ଡେସନ ଅଫ୍‌ ଇଣ୍ଡିଆ ଓ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସଂଯୋଜନାରେ ପୁରୀ ବାଟଗାଁ ଛକରେ ପତାକ ଉନ୍ମୋଚନ କରିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ।

ଉନ୍ମୋଚନ ଉତ୍ସବରେ ଫ୍ଲାଗ୍‌ ଫାଉଣ୍ଡେସନ ଅଫ୍‌ ଇଣ୍ଡିଆ ସଭାପତି ବିଶିଷ୍ଟ ଶିଳ୍ପପତି ନବୀନ ଜିନ୍ଦଲ, ଉପସଭାପତି ଶାଲୁ ଜିନ୍ଦଲ, ମନ୍ତ୍ରୀ ସମୀର ଦାଶ, ତୁଷାରକାନ୍ତି ବେହେରା, ସାଂସଦ ପିନାକୀ ମିଶ୍ର, ବିଧାୟକ ଜୟନ୍ତ ଷଡଙ୍ଗୀ ପ୍ରମୁଖ ଯୋଗଦେବେ । ଏହି ଐତିହ୍ୟ ସମ୍ପନ୍ନ ଜାତୀୟ ପତାକାକୁ ଜାତି ଓ ଦେଶ ଉଦ୍ଦଶ୍ୟରେ ସମର୍ପଣ କରାଯିବ

Niharanjan

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ରାଶି ଅନୁସାରେ କିପରି କଟିବ ଆପଣଙ୍କ ଦିନ

ମେଷ: ଆଜି ଆପଣଙ୍କ ମନୋବଳ ଦୃଢ଼ ହେବ । ଯେଉଁମାନେ ରାଜନୀତିରେ କାର୍ଯ୍ୟ କରୁଛନ୍ତି, ସେମାନଙ୍କ ପ୍ରଭାବ ଚାରିଆଡେ ବ୍ୟାପିବ।…

1 hour ago

ମା’ ଝିଅକୁ ବିଲ ମଝିରେ ହତ୍ୟା କଲା ନାବାଳକ

ଭଦ୍ରକ( କେନ୍ୟୁଜ୍‌): ବିଲ ମଝିରେ ପଡ଼ି ରହିଛି ମୃତଦେହ । ରୁଣ୍ଡ ହୋଇଛନ୍ତି ଲୋକେ । ଆଉ ସ୍ତ୍ରୀର ଶବ…

4 hours ago

ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର

ପୁରୀ(କେନ୍ୟୁଜ୍‌): ଜୁଲାଇ ୮ରେ ଖୋଲିବନି ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର । ପୁରୀ ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଖୋଲିବା ବିଷୟରେ…

5 hours ago

ଖୋଲିଲା ଭଦ୍ରକ ଜିଲ୍ଲା ବସ୍ ସିଣ୍ଡିକେଟ

ଭଦ୍ରକ (କେନ୍ୟୁଜ୍‌): ଦୀର୍ଘ ବର୍ଷ ପରେ ଖୋଲିଲା ଭଦ୍ରକ ଜିଲ୍ଲା ବସ ସିଣ୍ଡିକେଟ । ପ୍ରଶାସନିକ ଅଧିକାରୀ ଓ ପୋଲିସ…

5 hours ago

ନନ୍ଦନକାନନ ବୁଲି ସମସ୍ୟା ବୁଝିଲେ ନୂଆ ମନ୍ତ୍ରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନନ୍ଦନକାନନ ବୁଲିଲେ ନୂଆ ମନ୍ତ୍ରୀ । ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ…

6 hours ago

ନବୀନ ହେଲେ ବିରୋଧୀ ଦଳ ନେତା, ବିରୋଧୀ ଦଳର ଉପନେତା ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର(କେନ୍ୟୁଜ୍‌): ନବୀନ ପଟ୍ଟନାୟକ ହେଲେ ବିଧାନସଭାରେ ବିରୋଧୀ ଦଳ ନେତା । ଶଙ୍ଖ ଭବନରେ ବସିଥିବା ବିଧାୟକ ଦଳ ବୈଠକରେ…

7 hours ago