ରାଜ୍ୟ

ପୋଖରୀ ହୁଡ଼ାରେ ନାବାଳକର ଗଳାକଟା ମୃତଦେହ ଠାବ, ହତ୍ୟା ସନ୍ଦେହ

ସାଲେପୁର (କେନ୍ୟୁଜ): ସାଲେପୁରରେ ୧୨ ବର୍ଷ ନାବାଳକକୁ ବେକ କାଟି ହତ୍ୟା । ଜଗତପୁର ଥାନା ଅଧୀନ ପୁବଗଛ ଚନ୍ଦନ ପୋଖରୀ ହୁଡ଼ା ନିକଟରେ ନାବାଳକର ଗଳାକଟା ମୃତଦେହ ଠାବ ହୋଇଛି। ମୃତ ନାବାଳକ ଜଣଙ୍କ ହେଉଛି ପୂର୍ବକଚ୍ଛ ଗାଁର ସେ ପଞ୍ଚମ ଶ୍ରେଣୀରେ ପଢୁଥିଲେ।

କାଲି ରାତିରୁ ନାବାଳକ ଜଣଙ୍କ ନିଖୋଜ ଥିଲେ ବୋଲି କୁହାଯାଉଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ନାବାଳକଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫୋପାଡ଼ି ଦେଇଥିବା ସନ୍ଦେହ କରାଯାଉଛି ।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

8 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

8 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago