ଯାଜପୁର ରୋଡ : ସ୍କୁଲରୁ ଫେରୁଥିବା ସମୟରେ ଟ୍ରକ ତଳେ ଆସି ଗଲା ନିରୀହ ଛାତ୍ରୀଙ୍କ ଜୀବନ।ଯାଜପୁର ଜିଲା ସୁକିନ୍ଦା ଥାନା ୫୩ ନମ୍ବର ଜାତୀୟ ରାଜପଥ ମଙ୍ଗଳପୁର ଛକରେ ଘଟିଛି ଏହି ଅଘଟଣ । ମଙ୍ଗଳପୁର ସ୍କୁଲର ତୃତୀୟ ଶ୍ରେଣୀ ଛାତ୍ରୀ ଦେବଯାନୀ ସ୍କୁଲ ସାରି ଘରକୁ ଫେରୁଥିବା ବେଳେ ଏହି ଅଘଟଣ ଘଟିଛି। ସ୍ଥାନୀୟ ଲୋକଙ୍କ ଦ୍ୱାରା ରାସ୍ତା ଅବରୋଧ କରାଯାଇଥିବା ବେଳେ ଉତ୍ୟକ୍ତ ଲୋକେ ଡ୍ରାଇଭରକୁ ପାଇ ନିସ୍ତୁକ ମାଡ ମାରିଥିବା ଜଣାପଡିଛି । ସୁକିନ୍ଦା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଡ୍ରାଇଭରକୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…