ଜଳେଶ୍ୱର (କେନ୍ୟୁଜ): ଜାଲରେ ପଡ଼ିଲା ୪ ଫୁଟ ଲମ୍ବର କୁମ୍ଭୀର। ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଡୁବୁଡୁବି ନଦୀର ମହାପଦା ପୋଲ ନିକଟରୁ କୁମ୍ଭୀର ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ଉତ୍ତେଜନା । ଏହି ନଦୀରେ ଦୀର୍ଘ ମାସେ ହେବ ୨ରୁ ୩ଟି କୁମ୍ଭୀର ଆତଙ୍କ ଖେଳାଇଥିଲେ । ଛେଳି, ଗୋରୁଙ୍କୁ ମାରି ଖାଉଥିଲେ । ଫଳରେ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଥିଲେ । ବାରମ୍ବାର ବନବିଭାଗକୁ ଜଣାଇବା ସତ୍ତ୍ବେ କୌଣସି ସୁଫଳ ମିଳୁନଥିବା ଲୋକେ କହିଛନ୍ତି । ଆଜି ଜାଲରେ ଗୋଟିଏ କୁମ୍ଭୀର ଲାଗିବା ପରେ ଅନ୍ୟ କୁମ୍ଭୀର ଗୁଡ଼ିକୁ ଧରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…