ନଦୀକୁ ଡେଇଁ ନବମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ

ନଦୀକୁ ଡେଇଁ ନବମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ । ପାରାଦୀପର ଅଠରବାଙ୍କି ପୋଲ ଉପରୁ ଆତ୍ମହତ୍ୟା ପାଇଁ ନଦୀକୁ ଡେଇଁ ପଡିଲେ ନବମ ଶ୍ରେଣୀ ଛାତ୍ରୀ। ଦିନ ପ୍ରାୟ ଗୋଟାଏ ବେଳେ ଘରକୁ ନଯାଇ ପୋଲ ଉପରେ ସ୍କୁଲ ବ୍ୟାଗ ରଖି ନଦୀକୁ ଡେଇଁ ପଡ଼ିଥିଲେ।

ଛାତ୍ରୀଙ୍କୁ ନଦୀକୁ ଡେଇଁ ପଡ଼ିବା ଦେଖି ସ୍ଥାନୀୟ ଲୋକେ ଓ କିଛି ମତ୍ସ୍ୟଜୀବୀ ତାଙ୍କୁ ଡଙ୍ଗା ଦ୍ବାରା ଉଦ୍ଧାର କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଅଠରବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ତାଙ୍କ ନାଁ ଖୁସି ଦଳାଇ ବୋଲି ଜଣାପଡ଼ିଛି। ତେବେ କଣ ପାଇଁ ସେ ଆତ୍ମହତ୍ୟା କରିବା ପାଇଁ ନଦୀକୁ ଡେଇଁ ପଡ଼ିଲେ ତାହାର କାରଣ ଅସ୍ପଷ୍ଚ ରହିଛି।

KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.