ରାଜ୍ୟ

ରାତି ହେଲେ ବଜାରରେ ବୁଲୁଛି ଭାଲୁ, ସିସିଟିଭିରେ କଏଦ ହେଲା ଦୃଶ୍ୟ

ନୂଆପଡ଼ା (କେନ୍ୟୁଜ): ସହରରେ ବୁଲୁଛି ଭାଲୁ । ନୂଆପଡ଼ା ଖଡିଆଳ ସହରରେ ବୁଲୁଛି ।  ରାତି ହେଲେ ବଜାରରେ ଭାଲୁ ବୁଲୁଥିବାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି ।  ରାତିରେ ବଜାରରେ ଲୋକଙ୍କ ଘର ସାମ୍ନାରେ ଭାଲୁ ବୁଲୁଥିବା ନେଇ ଲୋକେ ଭୟଭୀତ ହୋଇଛନ୍ତି ।  ଖଡ଼ିଆଳ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଭାଲୁର ଗତିବିଧି ଉପରେ ନଜର ରଖିଛନ୍ତି ।

ସୂଚନା ଯୋଗ୍ୟ ଏପ୍ରିଲ ୨ରେ ଢେଙ୍କାନାଳ ଜିଲ୍ଲା ଭୁବନ ବନାଞ୍ଚଳ ଅଧୀନ ୫୩ ନଂ ଜାତୀୟ ରାଜପଥ ବାଇପାସ ନିକଟରେ ଭାଲୁ ବୁଲୁଥିବାର ଦେଖିବାକୁ ମିଳିଥିଲା । ଭୁବନର ପୂର୍ତ୍ତବିଭାଗ ଡାକବଙ୍ଗଳା, ଅଗ୍ନିଶମ ପରିସର ସହ ନୂଆଭୁବନ ଅଞ୍ଚଳରେ ଭାଲୁକୁ ଦେଖିଥିଲେ ସ୍ଥାନୀୟ ଲୋକ । ତେବେ ଏନେଇ ଭୁବନ ବନବିଭାଗ ପକ୍ଷରୁ ରାତିରେ ପାଟ୍ରୋଲିଂ ପାଇଁ ସାଧାରଣରେ ଦାବି ହୋଇଥିଲା ।

Barsha

Recent Posts

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

7 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

21 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

34 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

35 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago

ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…

9 hours ago