ମୋହନା(କେନ୍ୟୁଜ୍): ଗଜପତି ଜିଲ୍ଲା ମୋହନା କଲେଜ ଛକରେ ଥିବା ମା ବାଳକୁମାରୀ ଟିଭିଏସ ବାଇକ ସୋରୁମ ଉପରେ ଜିଲ୍ଲା ପରିବହନ ବିଭାଗ କରିଛି ଚଢାଉ। ଚଢାଉ ବେଳେ ବାଇକ ସେରୁମରେ ଟ୍ରେଡ ଲାଇସେନ୍ସ ନଥିବାରୁ ସୋରୁମକୁ ସିଜ୍ କରାଯାଇଛି। ଗଜପତି ଜିଲ୍ଲାପାଳ ଅନୁପମ ସାହାଙ୍କ ନିର୍ଦ୍ଦେଶରେ ଜିଲ୍ଲା ପରିବହନ ବିଭାଗ ସୋରୁମ ଉପରେ ଚଢାଉ କରିବା ସହ ସୋରୁମର ନଥିପତ୍ର ଓ ବିକ୍ରୀ ପାଇଁ ଥିବା ବାଇକକୁ ଜବତ କରିଛି ।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…