ତାଳଚେର (କେନ୍ୟୁଜ): ବିଧାୟକଙ୍କ ଅଫିସ ଆଗରେ ବୋମା। ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଅଫିସ ଆଗରୁ ବିରାଟ ବୋମା ଠାବ ହୋଇଛି। ଭରତପୁର କ୍ୟାମ୍ପ ଅଫିସ ନିକଟରୁ ଟାଇମର ବୋମା ଜବତ କରାଯାଇଛି। ବୋମାଟି କୁଆଡୁ ଆସିଲା, କିଏ ପକାଇଲା ସେନେଇ କାରଣ ଅସ୍ପଷ୍ଟ ରହିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ତଦନ୍ତ ଜାରି ରଖିଛି।
କେନ୍ଦ୍ରାପଡା (କେନ୍ୟୁଜ): କେନ୍ଦ୍ରାପଡା କୁଦାନଗରି ଥାନା ଗୌଡଗାଁରେ ବାଇକ ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ…
ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…
ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…
ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…
ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…
ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩ ଜୁନ୍ ୨ ଶୁକ୍ରବାର, ସମୟ…