Below header

ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ କେରଳରୁ ପଶ୍ଚିମବଙ୍ଗ ଅଭିମୁଖେ ପ୍ରବାସୀଙ୍କୁ ନେଇ ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ, ୪ଗୁରୁତର

ଜଳେଶ୍ଵର: ୬୦ ନମ୍ବର ଜାତୀୟ ରାଜପଥର ସୀମାନ୍ତ ଲକ୍ଷ୍ମଣନାଥ ଟୋଲଗେଟ୍ ନିକଟରେ କେରଳରୁ ପଶ୍ଚିମବଙ୍ଗ ଅଭିମୁଖେ ପ୍ରବାସୀଙ୍କୁ ନେଇ ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ । ଫଳରେ ଏହି ଦୁର୍ଘଟଣାରେ କିଛି ଯାତ୍ରୀ ଆହତ ହୋଇଥିବା ବେଳେ ୪ ଜଣକ ଅବସ୍ଥା ସଙ୍କଟାପନ୍ନ ରହିଛି।

ସୂଚନା ଅନୁଯାୟୀ, ଗତ ଦୁଇଦିନ ତଳେ କେରଳର ମାଲାୟଲମପୁରରୁ ଏହି ବସଟି ୫୦ ଜଣ ଯାତ୍ରୀଙ୍କୁ ନେଇ ପଶ୍ଚିମବଙ୍ଗ ଅଭିମୁଖେ ବାହାରିଥିଲା। ତେବେ ଆଜି ସକାଳ ୧୦ଟା ସମୟରେ ବସଟି ଲକ୍ଷ୍ମଣନାଥ ଟୋଲଗେଟ ସନ୍ନିକଟରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ବରେ ଥିବା ଘାଈକୁ ଓଲଟି ପଡ଼ିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.