ବ୍ରହ୍ମଗିରି(କେନ୍ୟୁଜ୍): ଶିଶୁ ମୃତ୍ୟୁରୁ ଉତ୍ତେଜନା। ପୋଲିଓ ଟୀକା ନେଇ ଅଢେଇ ମାସ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ପୁରୀ ଜିଲ୍ଲା ବ୍ରହ୍ମଗିରି ନରଣପୁର ଗାଁର ସ୍ମୃତିରଞ୍ଜନ ବିଶ୍ୱାଳଙ୍କ ଅଢେଇ ମାସର ଶିଶୁକନ୍ୟାକୁ ବୁଧବାର ପୋଲିଓ ଟୀକା ଦିଆଯାଇଥିଲା। ପୋଲିଓ ନେବା ପରେ ଶିଶୁ କନ୍ୟା ହତାଠ୍ ଅସୁସ୍ଥ ହୋଇପଡିଥିଲା। ତାକୁ ଚିକିତ୍ସା ପାଇଁ ବ୍ରହ୍ମଗିରି ରେବଣା ନୂଆଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ନଥିବାରୁ ଫାର୍ମାସିଷ୍ଟ ଚିକିତ୍ସା କରିଥିଲେ। କିଛି ସମୟ ପରେ ଶିଶୁକନ୍ୟାର ମୃତ୍ୟୁ ହୋଇଥିଲା। ଏହାକୁ ନେଇ ସ୍ୱାସ୍ଥ୍ୟକେନ୍ଦ୍ରରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିଲା।
ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…
ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…
ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…
ମୟୁରଭଞ୍ଜ : ତୁଟିଲା ବିବାଦ । ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…
କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…
ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…