ଭୁବନେଶ୍ବର: ଶିଶୁପାଳଗଡ଼ରୁ ଏକ ମୃତଦେହ ଉଦ୍ଧାର, ହତ୍ୟା କରାଯାଇଥିବା ସନ୍ଦେହ

କେନ୍ୟୁଜ୍(ବ୍ୟୁରୋ):  ଭୁବନେଶ୍ୱର ଆଜି ଅପରାହ୍ନରେ  ଭୁବନେଶ୍ୱର ଉପକଣ୍ଠ ଶିଶୁପାଳଗଡ଼ର ରାସ୍ତା ପାର୍ଶ୍ୱରୁ ଜଣେ ଯୁବକଙ୍କ ମୃତଦେହ ମିଳିଛି।ଗ୍ରାମବାସୀଙ୍କ ଠାରୁ ଖବର ପାଇ ଧଉଳି ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି  ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇ ତଦନ୍ତ ଆରମ୍ଭ କରିଛି।ମୃତ ଦେହଟି ବଳଙ୍ଗା ଅଞ୍ଚଳର ଭାସ୍କର ସ୍ୱାଇଁ ଓ ସେ OMCର ପିଅନ ଭାବେ କାର୍ଯ୍ୟ କରୁଥିବା ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.