ଆନନ୍ଦପୁର(କେନ୍ୟୁଜ) : ଏକ ଅଜଣା ଗାଡି ଧକ୍କାରେ ଏକ ମାଇ ହରିଣର ମୃତ୍ଯୁ ହୋଇଛି । ଆନନ୍ଦପୁର ବନ୍ଯପ୍ରାଣୀ ବନଖଣ୍ତ ଅଧିନ ବରାଙ୍ଗ ସଂରକ୍ଷିତ ଜଙ୍ଗଲ ପୁରୁଣାବାନ୍ଧଗୋଡା ଗାଁ ନିକଟରେ ଅଜଣା ଗାଡି ଧକ୍କାରେ ଗୋଟିଏ ମାଇ ହରିଣର ମୃତ୍ଯୁ ଘଟିଥିବା ଜଣାପଡିଛି।
ସ୍ଥାନୀୟ ଲୋକଙ୍କ ଠାରୁ ଖବର ପାଇ ବନ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ମୃତ ଅବସ୍ଥାରେ ହରିଣଟିକୁ ଉଦ୍ଧାର କରି ଆନନ୍ଦପୁର ରେଞ୍ଜ କାର୍ଯ୍ଯାଳୟ ପରିସରକୁ ନେଇଛନ୍ତି। ହରିଣଟିର ଦେହର ଅନେକ ସ୍ଥାନରେ କ୍ଷତ ଚିହ୍ନ ଥିବା ଦେଖାଯାଇଛି। କେଉଁ ଗାଡ଼ି ହରିଣଟିକୁ ଧକ୍କା ଦେଇଛି ତାକୁ ନେଇ ବନବିଭାଗ ପକ୍ଷରୁ ତନାଘନା ଆରମ୍ଭ ହୋଇଛି।
ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…
ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…
ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…
ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…
ଉଦଳା: ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…