ଭୁବନେଶ୍ୱର ନାଲକୋ ଛକରେ ଥିବା ଏକ ଓମଫେଡ଼ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ
ଓମଫେଡ଼ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ । ଭୁବନେଶ୍ବର ନାଲକୋ ଛକରେ ଥିବା ଏକ ପୁରୁଣା ଓମଫେଡ୍ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ । ନିଆଁ ଲାଗିବା ପରେ ସ୍ଥାନୀୟ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଓମଫେଡ଼ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ । ଭୁବନେଶ୍ୱର ନାଲକୋ ଛକରେ ଥିବା ଏକ ପୁରୁଣା ଓମଫେଡ୍ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ । ନିଆଁ ଲାଗିବା ପରେ ସ୍ଥାନୀୟ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଏଥିରେ କାହାର କୌଣସି କ୍ଷତି ହୋଇନଥିବା ଅଗ୍ନିଶମ ଅଧିକାରୀ ଅବନୀକାନ୍ତ ସ୍ୱାଇଁ ସୂଚନା ଦେଇଛନ୍ତି ।