ରାଜ୍ୟ

ଭୁବନେଶ୍ୱର ନାଲକୋ ଛକରେ ଥିବା ଏକ ଓମଫେଡ଼ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ଭୁବନେଶ୍ୱର (କେନ୍ୟୁଜ): ଓମଫେଡ଼ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ । ଭୁବନେଶ୍ୱର ନାଲକୋ ଛକରେ ଥିବା ଏକ ପୁରୁଣା ଓମଫେଡ୍ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ । ନିଆଁ ଲାଗିବା ପରେ ସ୍ଥାନୀୟ ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଏଥିରେ କାହାର କୌଣସି କ୍ଷତି ହୋଇନଥିବା ଅଗ୍ନିଶମ ଅଧିକାରୀ ଅବନୀକାନ୍ତ ସ୍ୱାଇଁ ସୂଚନା ଦେଇଛନ୍ତି ।

Sonalisa

Recent Posts

ଟି୨୦ ବିଶ୍ୱକପ ୨୦୨୪ : ପିଚ୍‌ ଏବଂ କୋହଲି, ଜାଡେଜାଙ୍କ ଫର୍ମକୁ ନେଇ ଚିନ୍ତାରେ ରୋହିତ

ଭାରତୀୟ ଟିମ୍‌ ଟି୨୦ ବିଶ୍ୱକପ ୨୦୨୪ ସୁପର-୮ ମ୍ୟାଚ ଖେଳିବାକୁ ୱେଷ୍ଟଇଣ୍ଡିଜରେ ପହଞ୍ଚିସାରିଛି । ଟିମ୍‌ ବ୍ରିଜଟାଉନରେ କଠିନ ଅଭ୍ୟାସ…

3 mins ago

ଓଜନ କମ୍‌ କରିବାକୁ ଚାହୁଁଛନ୍ତି କି ? ଡାଏଟ୍‌ ଓ ଏକ୍ସରସାଇଜ୍‌ରେ କରନ୍ତୁ ଏପରି ପରିବର୍ତ୍ତନ

ଆଜିକାଲି ଲୋକମାନେ ବଢୁଥିବା ଓଜନକୁ ନେଇ ଚିନ୍ତିତ ରହୁଛନ୍ତି । ଯଦି ଆପଣ ମଧ୍ୟ ଏକ୍ସରସାଇଜ୍‌ କରିବା ପରେ ମଧ୍ୟ…

10 mins ago

ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର, ମେଡିକାଲରେ ଭର୍ତ୍ତି

କେନ୍ୟୁଜ (ବ୍ୟୁରୋ) : ଭୁବନେଶ୍ୱର ଡ୍ରେନରେ ଭାସିଯାଇଥିବା ନାବାଳକ ଉଦ୍ଧାର । ଆଜି ୟୁନିଟ ୩ ମସଜିଦ କଲୋନୀ ନିକଟରେ…

12 mins ago

ଶୁଣିବା ଶକ୍ତି ହରାଇଲେ ପ୍ରସିଦ୍ଧ ବଲିଉଡ୍ ଗାୟିକା ଅଲକା ୟାଗନିକ୍, ପୋଷ୍ଟରେ କହିଲେ…

ଅଲକା ୟାଗନିକ୍ ଜଣେ ପ୍ରସିଦ୍ଧ ବଲିଉଡ୍ ଗାୟିକା । ସଙ୍ଗୀତ ଦୁନିଆରେ ତାଙ୍କୁ କିଏ ବା ନ ଜାଣେ ।…

48 mins ago

ସିକ୍କିମ୍‌ରେ ବର୍ଷା ଓ ଭୂସ୍ଖଳନ ଯୋଗୁ ସ୍ଥିତି ସାଂଘାତିକ, ୨,୦୦୦ ପର୍ଯ୍ୟଟକଙ୍କୁ ଏୟାରଲିଫ୍ଟ କରିବାକୁ ଚାଲିଛି ପ୍ରସ୍ତୁତି

ସିକ୍କିମ୍‌ରେ ବର୍ତ୍ତମାନ ସ୍ଥିତି ସାଂଘାତିକ । ଏଠାରେ କ୍ରମାଗତ ବର୍ଷା ଏବଂ ଭୂସ୍ଖଳନ ଯୋଗୁ ପରିସ୍ଥିତି ଜଟିଳ ହୋଇପଡ଼ିଛି ।…

59 mins ago

ଜୀବନର ଶେଷ ରିଲ୍‌…୩୦୦ ଫୁଟ୍‌ ଗଭୀର ଖାଇକୁ ଖସିଲା କାର୍‌, ଯୁବତୀ ମୃତ

ସୋସିଆଲ ମିଡିଆରେ ରିଲ୍ସ କରିବାକୁ ନେଇ ଲୋକଙ୍କ ମଧ୍ୟରେ ଏତେ ଉତ୍ସାହ ରହୁଛି ଯେ ନିୟମ ସୁଦ୍ଧା ମାନିବାକୁ ସେମାନେ ପ୍ରସ୍ତୁତ…

1 hour ago