SCB ଟ୍ରମା କେୟାରରେ ଅଗ୍ନିକାଣ୍ଡ, ଯୁଦ୍ଧକାଳୀନ ଭିତିରେ ଚାଲିଛି ନିଆଁ ଲିଭା କାର୍ଯ୍ୟ

କଟକ (କେନ୍ୟୁଜ): SCB ଟ୍ରମା କେୟାରରେ ଅଗ୍ନିକାଣ୍ଡ । କଟକ SCB ଟ୍ରମା କେୟାର ICUର AC ଆଉଟଡୋରରେ ଲାଗିଛି ନିଆଁ ।  ସମସ୍ତ ରୋଗୀ ସୁରକ୍ଷିତ ଥିବା ଜଣାପଡିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି ।  ACର ଆଉଟଡୋର ମେସିନକୁ ସଙ୍ଗେ ସଙ୍ଗେ ପରିବର୍ତ୍ତନ କରାଯାଇଛି । ଯୁଦ୍ଧକାଳୀନ ଭିତିରେ ଚାଲିଛି ନିଆଁ ଲିଭା କାର୍ଯ୍ୟ ।

 

Leave A Reply

Your email address will not be published.