ସ୍କୁଲରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ

କେନ୍ଦ୍ରାପଡ଼ା ଜିଲ୍ଲା ମନକରପୁର ପ୍ରାଥମିକ ବିଦ୍ୟାଳୟର ରୋଷେଇ ଘରେ ଅଗ୍ନିକାଣ୍ଡ । ଗ୍ୟାସ ଲିକ୍ ଯୋଗୁ ନିଆଁ ଲାଗିଥିବା ସୂଚନା । ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ।

କେନ୍ଦ୍ରାପଡା (କେନ୍ୟୁଜ): ସ୍କୁଲରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଛାତ୍ରଛାତ୍ରୀ । କେନ୍ଦ୍ରାପଡ଼ା ଜିଲ୍ଲା ମନକରପୁର ପ୍ରାଥମିକ ବିଦ୍ୟାଳୟର ରୋଷେଇ ଘରେ ଅଗ୍ନିକାଣ୍ଡ । ଗ୍ୟାସ ଲିକ୍ ଯୋଗୁ ନିଆଁ ଲାଗିଥିବା ସୂଚନା ରହିଛି। ରୋଷେଇ ଘରେ ଥିବା ରୋଷେଇ ସାମଗ୍ରୀ ଜଳିଗଲା । କୌଣସି ଛାତ୍ରଛାତ୍ରୀଙ୍କର କିଛି କ୍ଷତି ହୋଇନାହିଁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.