ବ୍ରାଜିଲର କିମ୍ବଦନ୍ତୀ ଫୁଟବଲ ଖେଳାଳି ପେଲେଙ୍କ ନିଧନରେ ପୁରୀରେ ବାଲୁକ କଳା, ବ୍ୟବହାର ହୋଇଛି ୧୫ ଟନ୍‌ ବାଲି

ପୁରୀ(କେନ୍ୟୁଜ):ବ୍ରାଜିଲର କିମ୍ବଦନ୍ତୀ ଫୁଟବଲ ଖେଳାଳି ପେଲେଙ୍କ ନିଧନରେ ବାଲୁକ କଳା । ଅର୍ନ୍ତଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟମରେ ପେଲେଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

୧୫ ଫୁଟ ଓସାର ବିଶିଷ୍ଟ ବାଲୁକା କଳାରେ ୧୫ ଟନ୍‌ ବାଲି ଉପଯୋଗ କରାଯାଇଛି । ଏହାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୪ ଘଣ୍ଟା ସମୟ ଲାଗିଥିଲା । ବାଲୁକା କଳାରେ A HERO NEVER DIES! LONG LIVE PELE! ର ବାର୍ତ୍ତା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.