Below header

କଟକ: ୨୦୧୬ ମସିହା ନାବାଳିକା ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହ ୧୦ ହଜାର ଜରିମାନା

କଟକ(କେନ୍ୟୁଜ୍): ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ । ୨୦୧୬ ମସିହା ମେ’ରେ ବାରଙ୍ଗରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଦୋଷୀ ସାବ୍ୟସ୍ତ ହୋଇଛି । ତାକୁ କଟକ ପକ୍‌ସୋ କୋର୍ଟ ୧୦ ବର୍ଷ ଜେଲ ଦଣ୍ଡାଦଣ୍ଡ ଦେଇଛନ୍ତି । ଏଥିସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ରହିଛି ।

ଜୋରିମାନା ଅନାଦେୟ ଆଉ ଏକ ବର୍ଷ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ । ଏଥିସହ ପୀଡ଼ିତାଙ୍କୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ୧୭ଜଣଙ୍କ ସାକ୍ଷ୍ୟଙ୍କ ବୟାନ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି ପକ୍‌ସୋ କୋର୍ଟ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.