କଟକ(କେନ୍ୟୁଜ୍): ଦୁଷ୍କର୍ମକାରୀକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ । ୨୦୧୬ ମସିହା ମେ’ରେ ବାରଙ୍ଗରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ଗୋପାଳ ଦାସ ଦୋଷୀ ସାବ୍ୟସ୍ତ ହୋଇଛି । ତାକୁ କଟକ ପକ୍ସୋ କୋର୍ଟ ୧୦ ବର୍ଷ ଜେଲ ଦଣ୍ଡାଦଣ୍ଡ ଦେଇଛନ୍ତି । ଏଥିସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ରହିଛି ।
ଜୋରିମାନା ଅନାଦେୟ ଆଉ ଏକ ବର୍ଷ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ । ଏଥିସହ ପୀଡ଼ିତାଙ୍କୁ ୨ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି । ୧୭ଜଣଙ୍କ ସାକ୍ଷ୍ୟଙ୍କ ବୟାନ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି ପକ୍ସୋ କୋର୍ଟ ।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…