ରାଜ୍ୟ

ବଡ ଧରଣର ଲୁଟେରା ଗ୍ୟାଙ୍ଗକୁ ଧରିଲା ନୟାଗଡ଼ ପୋଲିସ୍: କାର୍, ମୋବାଇଲ ଓ ଆଠ ହଜାର ଟଙ୍କା ଲୁଟି ନେଇଥିଲେ ୬ଜଣ ଦୁର୍ବୃତ୍ତ

ନୟାଗଡ଼(କେନ୍ୟୁଜ୍): ଧରାପଡିଲା ବଡ ଧରଣର ଲୁଟେରା ଗ୍ୟାଙ୍ଗ୍‌ । ଏମାନଙ୍କୁ ଧରିବାରେ ସଫଳ ହୋଇଛି ନୟାଗଡ଼ ପୋଲିସ୍। ଲୁଟ୍‌ ହୋଇଥିବା କାର୍ , ମୋବାଇଲ ଫୋନ୍‌ ଓ ଟଙ୍କା ଜବତ କରିଛି ପୋଲିସ୍ । କୋଡିଏକାହାଣିଆ ଗାଁର ଦେବାଶିଷ ମହାପାତ୍ରଙ୍କ କାର୍‌କୁ ତାଙ୍କର ଜଣେ ସାଙ୍ଗ ସୁଧୀର ଗଉଡ ମାଗି ନେଇଥିଲେ।

୬ଜଣ ଦୁର୍ବୃତ୍ତ ଆସି ମରଣାସ୍ତ୍ର ଦେଖାଇ କାର୍, ମୋବାଇଲ ଓ ଆଠ ହଜାର ଟଙ୍କା ଲୁଟି ନେଇଥିଲେ। ପୁରୀ ଜିଲା ବ୍ରହ୍ମଗିରି ଥାନା ପୋଲିସ ଦ୍ୱାରା ଏହି ଛଅ ଜଣିଆ ଗ୍ୟାଙ୍ଗ୍‌ର ତିନି ଜଣ ବ୍ୟକ୍ତି ଗିରଫ ହେବା ପରେ ସମସ୍ତ ଲୁଟେରା ଧରା ପଡିଥିଲେ। ସେମାନଙ୍କ ନିକଟରୁ ଚୋରି ହୋଇଥିବା କାରକୁ ଜବତ କରାଯାଇଥିଲା। ଗିରଫ ପରେ ସେମାନଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ ।

Sonalisa

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

7 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

26 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

34 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

51 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago