ରାଜ୍ୟ

ଯାଜପୁର: ଦୁଧେଇ ନଦୀରେ ବୁଡି ଜଣେ ନିଖୋଜ,ଦମକଳବାହିନୀ ସହ ଓଡ୍ରାଫ ଟିମର ଉଦ୍ଧାର କାର୍ଯ୍ୟ ଜାରି

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ବରୀ ବ୍ଲକ ଅଧିନସ୍ଥ ଅନ୍ୟାସପୁର ଗ୍ରାମର ଶଙ୍କର୍ଷଣ ମଲିକ (୫୫) ବର୍ଷ ନିଜ ଚାଷ କାମ ସାରି ଘରକୁ ଫେରିବା ବେଳେ ଆସବଧାନତାବଶତଃ ଦୁଧେଇ ନଦୀରେ ବୁଡିଯାଇଥିଲେ l ଘଟଣା ସ୍ଥଳରେ କିଛି ଲୋକ ଦେଖି ଗାଁ ଲୋକଙ୍କୁ ଡାକ ପକାଇଥିଲେ l ଘଟଣାସ୍ଥଳରେ ଲୋକ ମାନେ ପହଂଚି ଖୋଜାଖୋଜି କରିବା ସହିତ ପ୍ରଶାସନକୁ ଖବର ଦେଇଥିଲେ l

 ପ୍ରଶାସନ ନିକଟରୁ ଖବର ପାଇ ବରୀ ଦମକଳବାହିନୀ ସହ ଓଡ୍ରାଫ ଟିମ ଘଟଣା ସ୍ଥଳରେ ପହଞ୍ଚି ନଦୀରେ ନିଖୋଜ ଥିବା ବ୍ୟକ୍ତିଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି l ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ସମ୍ପୃକ୍ତ ବ୍ୟକ୍ତିଙ୍କ କୌଣସି ସନ୍ଧାନ ମିଳିନଥିବା ଜଣାପଡିଛି।

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

12 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

24 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

34 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

37 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago