ରାଜ୍ୟ

ଆଠଗଡ: ପୁଣି ମାତିଲେ ହାତୀପଲ, ଆକ୍ରମଣରେ ଜଣେ ଗୁରୁତର

ଆଠଗଡ(କେନ୍ଯୁଜ୍): ଜଙ୍ଗଲ ଛାଡି ଏବେ ଗାଁ ମୁହାଁ ହାତୀପଲ। ଆଠଗଡ ବନଖଣ୍ଡରେ ପୁଣି ମାତିଲେ ହାତୀପଲ। ଆଠଗଡର ଖଣ୍ଟୁଣୀ ରେଞ୍ଜର ବଳିପୁର ଗାଁରେ ହାତୀ ଆକ୍ରମଣରେ ଜଣେ ଗୁରୁତର। ସୂଚନା ଯୋଗ୍ଯ  ଆଠଗଡର ଖଣ୍ଟୁଣୀ ରେଞ୍ଜର ବଳିପୁର ଗାଁର ସନ୍ତୋଷ ସାମଲ(୪୦) ଭୋରରୁ ଶୌଚ ହେବାକୁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିଲା। ହାତୀ ଆକ୍ରମଣରେ ସନ୍ତୋଷଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ନିଆଯାଇଛି।

KNews Bureau

Recent Posts

୭୫ ବର୍ଷ ବୟସରେ ତିନିଚକିଆ ଗାଡିରେ ଘର ଘର ବୁଲି ପରିବା ବିକୁଛନ୍ତି ଦିବ୍ୟାଙ୍ଗ

ସୋରଡା (କେନ୍ୟୁଜ) : ଏଇ ବୋଧେ ଜୀବନ । ଆଉ ଏ ଜୀବନରେ ଇଏ ବୋଧେ ସଂଘର୍ଷ । ତିନି…

6 mins ago

ତାତି ନେଉଛି ଜୀବନ, ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ତାତି ନେଉଛି ଜୀବନ । ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଦିଲ୍ଲୀରେ ୧୯୨ ଜଣଙ୍କ ମୃତ୍ୟୁ ହୋଇଥିବା…

7 mins ago

ତିନି ଦିନ ମଧ୍ୟରେ ୩ ଜଣଙ୍କୁ ମାରିଦେଲା ନାବାଳକ

ଭଦ୍ରକ: ତିନି ଦିନରେ ନେଇଛି ୩ ଜୀବନ । ଗୋଟିଏ ପରେ ଗୋଟିଏ ଜୀବନ ନେଇଛି ଅଭିଯୁକ୍ତ ନାବାଳକ ।…

51 mins ago

ବନ୍ଦ ହେଲା ପ୍ରିୟଙ୍କା ଚୋପ୍ରାଙ୍କ ରେଷ୍ଟୁରାଣ୍ଟ, ପାର୍ଟନରସିପ୍ ସରିବା ପରେ ହେଲା ଖରାପ ଅବସ୍ଥା

ପ୍ରିୟଙ୍କା ଚୋପ୍ରା କେବଳ ଜଣେ ମହାନ ଅଭିନେତ୍ରୀ, ଗାୟକ ଏବଂ ଲେଖକ ନୁହଁନ୍ତି, ସେ ଜଣେ ଭଲ ବ୍ୟବସାୟୀ ମଧ୍ୟ…

54 mins ago

କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିବା ପରେ ଖୁସିରେ ଡିଆଁ ମାରିଲେ ବିରଳ କୃଷ୍ଣସାର ମୃଗ

ଗୋପ (କେନ୍ୟୁଜ): କୋଣାର୍କ ବାଲୁଖଣ୍ଡ ଅଭୟାରଣ୍ୟକୁ ଆସିଲେ ବିରଳ ୧୦ କୃଷ୍ଣସାର ମୃଗ । ବନବିଭାଗ ପକ୍ଷରୁ ବିରଳ କୃଷ୍ଣସାର…

1 hour ago

ଆସନ୍ତାକାଲି ପାଇଁ ଓଡିଶାର ସମସ୍ତ ସ୍କୁଲ ସକାଳୁଆ, ୨୨ ତାରିଖରୁ ସ୍ୱାଭାବିକ ହେବ କ୍ଲାସ

କେନ୍ୟୁଜ (ବ୍ୟୁରୋ) : ଆଉ ଦିନକ ପାଇଁ ବଢ଼ିଲା ସକାଳୁଆ ସ୍କୁଲ । ଆସନ୍ତାକାଲି ସକାଳ ୬ଟା ୩୦ ରୁ…

1 hour ago