ରାଜଧାନୀରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରଫ

ଭୁବନେଶ୍ୱର(କେନ୍ୟୁଜ୍‌): ରାଜଧାନୀରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଜଣେ ଗିରଫ। ଗିରଫ ଯୁବକ ହେଲେ କିଶନ ଅଗ୍ରୱାଲ୍‌। ୫ ଦିନ ପୂର୍ବରୁ ଘଟଣା ନେଇ ପାହାଳ ଥାନାରେ ଅଭିଯୋଗ କରିଥିଲେ ଯୁବତୀ।

ଯୁବକଙ୍କ କବଳରୁ ଖସି ଆସି ପାହାଳ ଥାନାରେ ଲିଖିତ ଅଭିଯୋଗ କରିଥିଲେ ଯୁବତୀ। ଘଟଣା ପରଠାରୁ ଫେରାର ଥିଲେ କିଶନ ଅଗ୍ରୱାଲ୍‌। ଏବେ ତାଙ୍କୁ ଗିରଫ କରିଛି ପାହାଳ ଥାନା ପୋଲିସ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.