ବ୍ରହ୍ମପୁର(କେନ୍ୟୁଜ୍): ମୋବାଇଲ ଟାଓ୍ଵାର ଉପରେ ଫସିଥିଲା ହନୁମାଙ୍କଡ। ଦୁଇ ଘଣ୍ଟାର ଉଦ୍ୟମ ପରେ ଉଦ୍ଧାର ହେଲା। ଗତକାଲିଠାରୁ ବ୍ରହ୍ମପୁର ଲୁଚାପଡ଼ା ଜୟମା ମଙ୍ଗଳା ନଗର ସାହିରେ ୮୦ ଫୁଟ ଉଚ୍ଚତା ବିଶିଷ୍ଟ ଏକ ମୋବାଇଲ ଟାଓ୍ଵାର ଉପରକୁ ଚଢି ଯାଇଥିଲା ହନୁମାଙ୍କଡ଼। କିନ୍ତୁ ଓହ୍ଲାଇ ପାରି ନଥିଲା। ଏ ନେଇ ବନ ବିଭାଗ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ। ଦୁଇ ଘଣ୍ଟାର ଉଦ୍ୟମ ପରେ ହନୁମାଙ୍କଡକୁ ଉଦ୍ଧାର କରାଯାଇଥିଲା।
ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ। ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…
ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…
ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…
ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…