କଟକ: ମାଟ୍ରିକ୍ ପରୀକ୍ଷା ଫର୍ମ ପୂରଣ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଜାନୁଆରୀ ୧୦ରୁ ଆରମ୍ଭ ହେବ ଫର୍ମ ପୂରଣ । ୨ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ କରିପାରେ ।
ବିନା ଫାଇନ୍ରେ ୨୭ ତାରିଖ ଓ ଫାଇନ୍ ସହ ଫର୍ମ ଦାଖଲର ଶେଷ ତାରିଖ ଫେବ୍ରୁଆରୀ ୨ ପର୍ଯ୍ୟନ୍ତ ରହିଛି । ଉଭୟ ରେଗୁଲାର ଓ ଏକ୍ସରେଗୁରାଲ ଛାତ୍ରଛାତ୍ରୀ ଫର୍ମ ପୂରଣ କରିପାରିବେ । ଅନ୍ଲାଇନ୍ ମାଧ୍ୟରେ www.bseodisha.ac.inରେ ଫର୍ମ ପୂରଣ କରାଯିବ । ମେ’ ୩ରୁ ୧୫ ଯାଏଁ ହେବ ଦଶମ ଶ୍ରେଣୀ ପରୀକ୍ଷା।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…