Below header

ବାଲକୋନୀରେ ଖେଳୁଥିବା ବେଳେ ଛାତରୁ ପଡ଼ି ଦେଢ଼ ବର୍ଷର ଶିଶୁପୁତ୍ରର ମୃତ୍ୟୁ

ଭୂଷଣ ଷ୍ଟିଲ ପ୍ଲାଣ୍ଟ କ୍ୱାର୍ଟର ୬ ମହଲା ଉପରୁ ପଡି ଦେଢ଼ ବର୍ଷର ଶିଶୁପୁତ୍ରର ମୃତ୍ୟୁ । ବାଲକୋନୀରେ ଖେଳୁଥିବା ବେଳେ ତଳକୁ ଖସି ପଡ଼ିଥିବା ସୂଚନା ମିଳିଛି ।

ସମ୍ବଲପୁର (କେନ୍ୟୁଜ) : ଭୂଷଣ ଷ୍ଟିଲ ପ୍ଲାଣ୍ଟ କ୍ୱାର୍ଟର ୬ ମହଲା ଉପରୁ ପଡି ଦେଢ଼ ବର୍ଷର ଶିଶୁପୁତ୍ରର ମୃତ୍ୟୁ। ବାଲକୋନୀରେ ଖେଳୁଥିବା ବେଳେ ତଳକୁ ଖସି ପଡ଼ିଥିବା ସୂଚନା ମିଳିଛି ।ଶିଶୁଟିକୁ ଝାରସୁଗୁଡା ମୁଖ୍ୟ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ଏନେଇ ଠେଲାକୋଲୋଇ ଥାନାରେ ଏକ ଅପମୃତ୍ୟ ମାମଲା ରୁଜୁ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.