ରାଜ୍ୟ

ହାତୀ ଆକ୍ରମଣରେ ଏକ ବର୍ଷର ଶିଶୁକନ୍ୟା ମୃତ, ବାପା ମା’ ଗୁରୁତର

କେନ୍ଦୁଝର (କେନ୍ୟୁଜ): କେନ୍ଦୁଝର ଜିଲ୍ଲାରେ ହାତୀ ଉପଦ୍ରବ। ଘଟଗାଁ ରେଞ୍ଜ ଅନ୍ତର୍ଗତ ସାନ୍ତରାପୁର ମେଣ୍ଢାମୁଣ୍ଡି ସାହିରେ ହାତୀ ଆକ୍ରମଣରେ ଏକ ବର୍ଷର ଶିଶୁକନ୍ୟା ମୃତ ମୃତ୍ୟୁ ଘଟିଥିବା ବେଳେ ମାଆ ଓ ବାପା ସହିତ ଅନ୍ୟ ଜଣେ ଶିଶୁ ଗୁରୁତର ଆହତ ହୋଇଛନ୍ତି।

ସୂଚନ ଅନୁଯାୟୀ ଗ୍ରାମର ଡାକ ମୁଣ୍ଡା ,ପତ୍ନୀ ରଶ୍ମିତା ଦୁଇ ଶିଶୁ କନ୍ୟାଙ୍କ ଖାଇସାରି ଘରେ ଶୋଇଥିବା ବେଳେ ବିଳମ୍ବିତ ରାତିରେ ଏକ ଦନ୍ତା ହାତୀ ଆସି ଘରକୁ ଭାଙ୍ଗିଦେଇଥିଲା। ଘରର କାନ୍ଥରେ ଚାପି ହୋଇରହିଯାଇଥିଲେ ପରିବାରର ସମସ୍ତ ସଦସ୍ୟ ସ୍ଥାନୀୟ ଲୋକେ ଖବର ପାଇ ସମସ୍ତଙ୍କୁ ଉଦ୍ଧାର କରି ବନବିଭାଗକୁ ଖବର ଦେଇଥିଲେ । ଖବରପାଇ ବନବିଭାଗ ସମସ୍ତଙ୍କୁ ଘଟଗାଁ ଡାକ୍ତରଖାନାରେ ଓ ପରେ କେନ୍ଦୁଝର ଡାକ୍ତରଖାନାରେ ଭର୍ତି କରାଇଥିଲେ। ହେଲେ ଚିକିତ୍ସାଧୀନ ଅବସ୍ଥାରେ ଏକ ବର୍ଷର ଶିଶୁକନ୍ୟା ମାନସି ମୁଣ୍ଡାଙ୍କ ମୃତ୍ୟୁ ଘଟିଥିଲା। ଘଟଣା ସ୍ଥଳରେ ବନବିଭାଗର ତଦନ୍ତ ଜାରି।

 

Barsha

Recent Posts

ତାଣ୍ଡବ ରଚିଲା କାଳବୈଶାଖୀ, ୮ ଗାଈ ମୃତ

କନ୍ଧମାଳ (କେନ୍ୟୁଜ୍‌): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…

1 hour ago

ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର (କେନ୍ୟୁଜ୍‌): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…

2 hours ago

ନେତାଜୀ ସଂଗ୍ରହାଳୟ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

କଟକ(କେନ୍ୟୁଜ୍‌): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…

2 hours ago

ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି, ବିନ୍ଦୁସାଗରରେ ତିଳତର୍ପଣ କଲେ ପୂର୍ବତନ କର୍ମଚାରୀ

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

2 hours ago

ଆସନ୍ତା ୩ ଦିନ ପ୍ରଚଣ୍ଡ ଗୁଳୁଗୁଳି, ଚେତାବନୀ ଜାରି କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…

2 hours ago

ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ବାଲେଶ୍ବରରେ ୧୪୪ ଧାରା ଜାରି

ବାଲେଶ୍ବର(କେନ୍ୟୁଜ୍‌): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…

2 hours ago