ମାଲକାନଗିରି (କେନ୍ୟୁଜ): ପୁଣି ଭୁଶୁଡ଼ିଲା ମାଲକାନଗିରି ଏୟାରପୋର୍ଟ ପାଚେରୀ । କାଳବୈଶାଖୀ ବର୍ଷାରେ ନବ ନିର୍ମିତ ଏୟାରପୋର୍ଟର ସାମ୍ନାପଟ ପାଚେରୀ ଭୁଶୁଡ଼ି ପଡିଛି । ୫୦ ମିଟର ସୁରକ୍ଷା ପାଚେରୀ ଭାଙ୍ଗିପଡିଛି । ତେବେ ଏଥିରେ କାହାର କିଛି କ୍ଷତି ହୋଇନାହିଁ । ଏୟାରପୋର୍ଟର ପାଚେରୀ ନିମ୍ନମାନର କାମ ଯୋଗୁ ଭୁଶୁଡି ପଡିଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି ।
ଗତ ବର୍ଷ ପାଚେରୀ ଭୁଶୁଡିବା ଫଳରେ ୨ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ପୁଣି ଏହା ଆଜି ଭୁଶୁଡି ପଡିଛି । ବିମାନ ବନ୍ଦର କାର୍ଯ୍ୟକ୍ଷମ ହେବା ପୂର୍ବରୁ ବାରମ୍ବାର ପାଚେରୀ ଭୁଷୁଡିବା ନେଇ ନାନା ପ୍ରଶ୍ନ ସୃଷ୍ଟି ହୋଇଛି । ଏନେଇ ଜିଲ୍ଲା ପ୍ରଶାସନର କୌଣସି ପ୍ରତିକ୍ରିୟାର ମିଳିନାହିଁ ।
ଭୁବନେଶ୍ୱର(କେନ୍ୟୁଜ୍): ରଥଯାତ୍ରା ପାଇଁ ଓଏସଆରଟିସି ପକ୍ଷରୁ ହେବ ଏହି ସ୍ୱତନ୍ତ୍ର ବ୍ୟବସ୍ଥା । ପ୍ରତି ବ୍ଲକ ହେଡକ୍ୱାର୍ଟରରୁ ପୁରୀକୁ ଗଡିବ…
ଫ୍ୟାନ୍ସ ଉତ୍ସାହର ସହିତ ପ୍ରଭାସଙ୍କ ଫିଲ୍ମ ‘କଲ୍କୀ 2898 AD’କୁ ଅପେକ୍ଷା କରିଛନ୍ତି । ଏହି ଫିଲ୍ମଟି ଜୁନ୍ ୨୭ରେ…
ପୋଲିସ ବାବୁଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରେମ । ପ୍ରେମ କରି ଫସିଲେ ପୋଲିସ ବାବୁ। ହୋଟେଲ ରୁମ୍ରୁ ପ୍ରେମିକା…
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଦଳ ବଡ଼ ଦାୟିତ୍ୱ ହସ୍ତାନ୍ତର କରିଛି । ତାଙ୍କୁ…
ଲମତାପୁଟ : କେକରେ ଲେଖା ହୋଇଛି ରବି ଆଣ୍ଡ୍ ମଞ୍ଜୁ । ଆଉ ପାଖରେ ଫୁଲ ମାଳ ପିନ୍ଧି ଛିଡା…
ଲକ୍ଷ୍ମୀପୁର : ଏବେ ମୃତ୍ୟୁର ତାଣ୍ଡବ ଖେଳି ଚାଲିଛି ଡିଫଥେରିଆ । ଏହି ରୋଗ ଜଣକ ପରେ ଜଣକୁ ନିଜ…