ରାଜ୍ୟ

ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ: ୨୦ ବର୍ଷ ଜେଲ ଦଣ୍ଡ ସହ ୫ ଲକ୍ଷ ଟଙ୍କା ଜୋରିମାନା

କଟକ (କେନ୍ୟୁଜ): କଟକ ସହରରେ ଜଣେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ ଜେଲଦଣ୍ଡ ରେ ଦଣ୍ଡିତ କରିଛନ୍ତି କଟକ ପୋକ୍ସ ଅଦାଲତ। ଏଥିସହ ପିଡିତାଙ୍କୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୫ ଫେବୃଆରୀ ୪ ତାରିଖରେ ବାଦାମବାଡ଼ି ଅଞ୍ଚଳର ରାକେଶ ମହାନ୍ତି ଜଣେ ନାବାଳିକାଙ୍କୁ ଅପହରଣ କରି ପୁରୀରେ ଏକ ଲଜ ରେ ରଖି ଦୁଷ୍କର୍ମ କରିଥିଲେ।ଏହାର ପରଦିନ ଅର୍ଥାତ ଫେବୃଆରୀ ୫ ତାରିଖରେ ପୀଡିତା ସେଠାରୁ ଖସି ଆସି ଥିଲେ । ପରିବାର ଲୋକଙ୍କୁ ଜଣାଇବା ପରେ ଏ ନେଇ ମହିଳା ଥାନାରେ ଅଭିଯୋଗ ହୋଇଥିଲା।ପୋଲିସ ଏହାର ତଦନ୍ତ କରି ଅଭିଯୁକ୍ତ କୁ ଗିରଫ କରିଥିଲେ।

ତେବେ ଏହି ମାମଲାର ଶୁଣାଣି କରି କୋର୍ଟ ଅଭିଯୁକ୍ତ ଙ୍କୁ ୨୦ ବର୍ଷ ଜେଲ ଡଣ୍ଡାଦେଶ ଶୁଣାଇଛନ୍ତି କଟକ ସ୍ଥିତ ସ୍ୱତନ୍ତ୍ର ପୋକସ ଅଦାଲତ । ଆଇପିସି ର ଧାରା ୩୬୩ ,୩୬୬ ଓ ୬ ପୋକ୍ସ ଆକ୍ଟ ରେ ମାମଲା ରୁଜୁ କରି ତଦନ୍ତ କରିଥିଲା ମହିଳା ଥାନା ପୋଲିସ। ତେବେ ଅଭିଯୁକ୍ତ କୁ ୨୦ ବର୍ଷ ସଶ୍ରମ ଜେଲଦଣ୍ଡ ଓ ୨୫ ହଜାର ଟଙ୍କା ଜୋରିମାନା ନିର୍ଦ୍ଦେଶ ଥିବା ବେଳେ ଜୋରିମାନା ଅନାଦେୟ ଅତିରିକ୍ତ ୬ ମାସ ଜେଲ ଦଣ୍ଡ ରେ ଦଣ୍ଡିତ କରାଯିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

 

Barsha

Recent Posts

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

8 mins ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

30 mins ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

40 mins ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

44 mins ago

କୋର୍ଟରୁ ମିଳିଲାନି ଆଶ୍ୱସ୍ତି, କାଲି ତିହାର ଜେଲ୍‌ ଫେରିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପୁଣି ଝଟ୍‌କା । କୋର୍ଟରୁ ତାଙ୍କୁ ଆଶ୍ୱସ୍ତି ମିଳିନାହିଁ । କୋର୍ଟ ତାଙ୍କ ମଧ୍ୟବର୍ତ୍ତୀକାଳୀନ…

48 mins ago

ଚଳଚଞ୍ଚଳ ରଥ ଖଳା, ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ

ପୁରୀ(କେନ୍ୟୁଜ୍‌): ଦ୍ରୁତ ଗତିରେ ଆଗେଇ ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ । ଚଳଚଞ୍ଚଳ ରଥ ଖଳା l ତିନି…

55 mins ago