Below header

ସାପ କାମୁଡାରେ ଅବସରପ୍ରାପ୍ତ ସେନା କର୍ମଚାରୀ ମୃତ

ଘଟଗାଁ(କେନ୍ଯୁଜ୍): କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ଭଅଁରପୁର ଗ୍ରାମରେ ସାପକାମୁଡାରେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀ ଉପେନ୍ଦ୍ରନାଥ ମହାନ୍ତିଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ ଉପେନ୍ଦ୍ରଙ୍କୁ ତାଙ୍କ ଘରେ ଏକ ସାପ କାମୁଡିଥିଲା। ଘଟଣାସ୍ତଳରେ ପରିବାର ଲୋକେ ସଙ୍ଗେ ସଙ୍ଗେ ହରିଚନ୍ଦନପୁର ସ୍ବାସ୍ଥ୍ଯକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.