ପୁରୀ(କେନ୍ୟୁଜ): ଶ୍ରୀମନ୍ଦିର ସୁରକ୍ଷା ପାଇଁ ନିୟୋଜିତ ହେବ ସ୍ବତନ୍ତ୍ର ବାଟାଲିୟନ । ଏହି ସ୍ବତନ୍ତ୍ର ସୁରକ୍ଷା ବାହିନୀ ଶ୍ରୀମନ୍ଦିର ସୁରକ୍ଷା ଦାୟିତ୍ୱ ତୁଲାଇବେ। ସ୍ବତନ୍ତ୍ର ସୁରକ୍ଷା ବାହିନୀ ପ୍ରସ୍ତାବକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ । 5T ଅଧ୍ୟକ୍ଷ ଏ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।
ଶ୍ରୀମନ୍ଦିର ସୁରକ୍ଷା, ଭିଡ଼ ପରିଚାଳନାକୁ ଦୃଷ୍ଟିରେ ରଖି ବିଭିନ୍ନ ଅଂଶୀଦାରଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ବାଟାଲିୟନରେ ୧୧୯୦ ସୁରକ୍ଷା କର୍ମୀ ରହିବେ । ଏହା ଶ୍ରୀମନ୍ଦିର ସୁରକ୍ଷା ବାହିନୀ (ssb) ଭାବେ ନାମିତ ହେବ । ଏହି ବାଟାଲିୟନ ପୁରୀ ଏସପିଙ୍କ ଅଧୀନରେ କାମ କରିବେ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ପୁରୀକୁ ଜନସମାଗମ ବଢ଼ିବା ନେଇ ଏପରି ନିଷ୍ପତ୍ତି ନିଆଯାଇଛି।
ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଶେଷ…
ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …
ଯଦି ଆପଣ ଚଳଚ୍ଚିତ୍ରରେ 'ସ୍ପାଇଡରମ୍ୟାନ୍' ଦେଖିଥିବେ, ତେବେ ଆପଣ ବୋଧହୁଏ ଜାଣିଥିବେ ଷଷ୍ଠ ଇନ୍ଦ୍ରୀୟ (sixth sence) କ’ଣ କୁହାଯାଏ…
ପୁରୀ : ଚଳଚଞ୍ଚଳ ପୁରୀ ରଥଖଳା । ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ରଥ…
ଭୁବନେଶ୍ଵର : ଭୁବନେଶ୍ଵର ଚଳଚ୍ଚିତ୍ର ଉତ୍ସବର ଅନ୍ତିମ ଦିବସରେ ପ୍ରଦର୍ଶିତ ହୋଇଛି ଜାତୀୟ ପୁରସ୍କାର ପ୍ରାପ୍ତ ସିନେମା ଶୂନ୍ୟ ସ୍ବରୂପ…