ଭୁବନେଶ୍ବର(କେନ୍ୟୁଜ୍): ଚୋରି ହେଲା କାଳ। ଚୋରି କରୁଥିବାବେଳେ କରେଣ୍ଟ ଖାଇ ଗଲା ଜୀବନ। ଭୁବନେଶ୍ୱର ସତ୍ୟନଗର ଅଞ୍ଚଳରେ ଏଭଳି ଅଘଟଣ ଘଟିଛି। ଗତକାଲି ରାତିରେ ଜଣେ ଚୋର ବିଦ୍ୟୁତ ଖୁଣ୍ଟରୁ ତାର ଚୋରି କରୁତିବାବେଳେ କରେଣ୍ଟ ଲାଗିଯାଇଥିଲା। ଫଳରେ ଘଟଣାସ୍ଥଳରେ ଟଳିପଡିଥିଲା। ଆଜି ସକାଳେ ସ୍ଥାନୀୟ ଲୋକେ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଖାରବେଳନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ତନାଘନା ଆରମ୍ଭ କରିଛି। ତେବେ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ।
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…
ସୁବର୍ଣ୍ଣପୁର(କେନ୍ୟୁଜ୍) : ପୁଣି ସାମ୍ନାକୁ ଆସିଲା ପିଲାଚୋରି ଅଭିଯୋଗ । ପୂର୍ବରୁ ଏପରି ଘଟଣା ଅନେକ ଥର ଆମ ସାମ୍ନାକୁ…
କୋଲକାତା (କେନ୍ୟୁଜ) : ପୁଣ୍ୟତୋୟା ଗଙ୍ଗା ଘାଟଗୁଡ଼ିକ ଧର୍ମ ସଂସ୍କୃତି ଓ ଆସ୍ଥାର ପ୍ରମୁଖ ସ୍ଥଳୀ ଭାବରେ ପରିଚିତି ଲାଭ…
ତାଳଚେର (କେନ୍ୟୁଜ) : ଯଦି ଆପଣ କେବେ ନିଜ ଘର ତାଲା ପକାଇ ବନ୍ଧୁ ଘର କିମ୍ବା ସମ୍ପର୍କୀୟଙ୍କ ଘରକୁ…