ନୂଆପଡା(କେନ୍ୟୁଜ୍): ଟ୍ରାପ କ୍ୟାମେରାରେ ବାଘ । କ୍ୟାମେରା ଲେନ୍ସରେ କଏଦ ହେଲା ସୁନାବେଡ଼ା ଅଭୟାରଣ୍ୟରେ ଆତଙ୍କ ଖେଳାଉଥିବା ବାଘ । ବିରାଟକାୟ କଲରା ପତରିଆ ବାଘ ଟ୍ରାପ୍ କ୍ୟାମେରାରେ କଏଦ ହୋଇଛି । ମାସେ ହେବ ସୁନାବେଡ଼ା ଅଭୟାରଣ୍ୟ ଅଞ୍ଚଳର ବିଭିନ୍ନ ଗାଁରେ ବାଘ ଆତଙ୍କ ଲାଗି ରହିଛି । ଭୟରେ ଦିନ କାଟୁଛନ୍ତି ଲୋକ ।
ପ୍ରତିଦିନ ଗୃହ ପାଳିତ ପଶୁଙ୍କୁ ମାରୁଛି ବିରାଟ ପଲରା ପତରିଆ । ବନବିଭାଗ କର୍ମଚାରୀ ଗାଁରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି । ଜଙ୍ଗଲର ବିଭିନ୍ନ ସ୍ଥାନରେ ୧୫ଟି ଟ୍ରାପ କ୍ୟାମେରା ଲଗାଇ ବାଘର ଗତିବିଧି ଉପରେ ନଜର ରଖିଛନ୍ତି । ଏଥିସହ ବନ କର୍ମଚାରୀ ଗାଁ ଲୋକଙ୍କୁ ସୁରକ୍ଷା ଯୋଗାଇ ଦେବା ସହ ସଚେତନ କରାଯାଉଛି।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…