ରାଜ୍ୟ

ଫାୟାର ଷ୍ଟେସନ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଟ୍ରକ ଧକ୍କାରେ ସ୍କୁଟି ଚାଳକ ମୃତ

ଭୁବନେଶ୍ବର(କେନ୍ୟୁଜ୍): ଫାୟାର ଷ୍ଟେସନ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟଣା ସ୍ଥଳରେ ସ୍କୁଟି ଚାଳକଙ୍କ ମୃତ୍ୟୁ। ମୃତ ଯୁବକଙ୍କ ନାମ ମହେନ୍ଦ୍ର ବେହେରା ଘର ଗଞ୍ଜମ ଜିଲ୍ଲା । ସେ ଭୁବନେଶ୍ଵର ଏକ ଘରୋଇ କମ୍ପାନୀରେ କାମ କରୁଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ବୟସ ୨୬ ବର୍ଷ ହୋଇଥିଲା।

ମିଳିଥିବା ସୂଚନା ଅନୁଯାୟୀ ସେ ଦୁର୍ଘଟଣା ପୂର୍ବ ସମୟରେ ସେ ନିଜ ଘରୁ କର୍ମକ୍ଷେତ୍ରକୁ ଯାଉଥିବା ବେଳେଫାୟାର ଷ୍ଟେସନ ନିକଟରେ ପଛ ପଟରୁ ଏକ ଟ୍ରକ ଧକ୍କା ଦେଇଥିଲା ।ଏହାପରେ ସେ ତଳେ ପଡ଼ିଯାଇଥିଲେ । ତାଙ୍କ ଉପରେ ଟ୍ରକ ଚକା ମାଡ଼ିଯିବା ଫଳରେ ସେ ସେହି ସ୍ଥାନରେ ମୃତ୍ୟୁ ବରଣ କରିଥିଲେ। ଏପରି ଘଟଣାକୁ ନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଥିଲା। ପରେ ପୋଲିସ ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି । ଏଥିସହିତ ପରିବାର ଲୋକେ ମହେନ୍ଦ୍ରଙ୍କ ଚକ୍ଷୁ ଦାନ କରିଛନ୍ତି ଅନ୍ୟପଟେ ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

Barsha

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

10 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

23 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

32 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

35 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago